ଜଳିପୋଡି ପାଉଁଶ ହୋଇଗଲା ୫ ଦୋକାନ: ଲକ୍ଷାଧିକ ଟଙ୍କାର ଜିନିଷପତ୍ର ନଷ୍ଟ

ବାଲିଆପାଳ,୨୭।୧(ଅମୁଲ୍ୟ କୁମାର ଦାସ): ବିଦ୍ୟୁତ୍‌ ସର୍ଟସର୍କିଟରୁ ଜଳି ପୋଡି ପାଉଁଶ ହୋଇଗଲା ୫ଟି ଦୋକାନ। ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ସମେତ ନଗଦ ଟଙ୍କା ପୋଡିଯାଇଛି। ବିଳମ୍ବିତ ରାତିରେ ଏହି ବଡ ଧରଣର ଅଗ୍ନିକାଣ୍ତ ଘଟିଛି। ବାଲେଶ୍ବର ଜିଲା ଭୋଗରାଇ ଥାନା ଅନ୍ତର୍ଗତ ଭୋଗରାଇ ହାଟରେ ଏହି ଅଘଟଣ ଘଟିଛି। ସୂଚନା ଅନୁଯାୟୀ ଅମୂଲ୍ୟଗିରି , ଚନ୍ଦନ ଦାସ , ଅଜୟ ଜେନା, ସେଖ ସରାଉଦ୍ଦିନ ଏବଂ ସୁରେନ୍ଦ୍ର ଜେନାଙ୍କ ଭୋଗରାଇ ହାଟରେ ଗ୍ରୋସରୀ ଦୋକାନ ସମେତ ବିଭିନ୍ନ ଦୋକାନ ରହିଛି। ଗତକାଲି ରାତିରେ ଦୋକାନ ବନ୍ଦ କରି ଘରକୁ ଯାଇଥିବା ବେଳେ ହଠାତ ନିଆଁ ଲାଗି ୫ଟି ଦୋକାନ ସମ୍ପର୍ଣ୍ଣ ପୋଡି ଯାଇଛି। ଖବରପାଇ ଭୋଗରାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚିଥିଲେ ମଧ୍ୟ ନିଆଁକୁ ଆୟତ୍ତ କରି ପାରିନଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ…

ଭୁବନେଶ୍ୱର,୨୭।୧: ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ ଶହିଦ ଲକ୍ଷ୍ମଣ ନାଏକ ବିଦ୍ୟାଳୟ। ଆଦିବାସୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇବା ଉଦ୍ଦେଶ୍ୟରେ ଏହା ନିର୍ମାଣ ହେବ। ଏନେଇ…

PUCC ନ ଥିଲେ ପେଟ୍ରୋଲ ମିଳିବନି ନିର୍ଦ୍ଦେଶ ପ୍ରତ୍ୟାହୃତ: ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର,୨୭।୧: ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ । ଗାଡ଼ିରେ ଚାଲାଣ ଥିଲେ ବି ମିଳିବ ପ୍ରଦୂଷଣ ସାର୍ଟିଫିକେଟ। ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ…

ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ,୨୭।୧: ବୁଧବାର ପବିତ୍ର ମାଘ ଶୁକ୍ଲ ଦଶମୀ ତିଥି। ମାଘ ଶୁକ୍ଲ ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପକ୍ଷରୁ…

ଯମଜ ଭାଇଙ୍କ ପ୍ରେମରେ ପଡ଼ିଛନ୍ତି ଏହି ଯୁବତୀ, ଗର୍ଭବତୀ ହେଲେ…

ସୋସିଆଲ ମିଡିଆରେ ବେତେବେଳେ ଏପରି ଘଟଣା ସାମ୍ନାକୁ ଆସେ ଯାହା ଲୋକଙ୍କୁ କେବଳ ଚକିତ କରେ ନାହିଁ ବରଂ ଭାବିବାକୁ ବାଧ୍ୟ କରେ। ଥାଇଲାଣ୍ଡରେ ଏପରି ଏକ…

କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଇତିହାସ ରଚିଲା ଏହି ଦେଶ

ନୂଆଦିଲ୍ଲୀ,୨୭।୧: ସଂଯୁକ୍ତ ଆରବ ଏମିରେଟ୍ସ (UAE)ରେ ଇଟାଲୀ ଏବଂ ଆୟର୍ଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ଇଟାଲୀ ଇତିହାସ ରଚିଛି। ଦୁବାଇର…

ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ: ଚାଷୀଙ୍କ ସହ କଲେ ଏହି ଆଲୋଚନା

ରାଇକିଆ,୨୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ ବୁଲାବୁଲି କରିବା ସହ ସ୍ଥାନୀୟ ଲୋକଙ୍କୁ ହାଟରେ ଭେଟିଛନ୍ତି । ଇଟାଲୀରୁ ଓଡ଼ିଶା ଗସ୍ତରେ…

T20 World Cup: ସ୍କଟଲାଣ୍ଡ ଟିମରେ ସାମିଲ ଅଛନ୍ତି ପାକିସ୍ତାନ ଖେଳାଳି, ଉପୁଜିବ କି ବିବାଦ? ଜାଣନ୍ତୁ କ’ଣ କହୁଛି…

ନୂଆଦିଲ୍ଲୀ,୨୭।୧: କ୍ରିକେଟ ସ୍କଟଲାଣ୍ଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଟ୍ରୁଡି ଲିଣ୍ଡବ୍ଲାଡ ପାକିସ୍ତାନୀ ଜନ୍ମିତ ଦ୍ରୁତ ବୋଲର ସାଫିଆନ ସରିଫଙ୍କ ସମେତ ଖେଳାଳିଙ୍କ ପାଇଁ ଭିଜା ବିଳମ୍ବ ସମ୍ପର୍କରେ ଚିନ୍ତାକୁ…

ଏହା କେବଳ ଆରମ୍ଭ ମାତ୍ର…କାହିଁକି ଏମିତି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୭।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଅନ୍ତର୍ଜାତୀୟ କ୍ରିକେଟରେ ୧୦ ବର୍ଷ ପୂରଣ କରିବା ପରେ ଏକ ଭାବପ୍ରବଣ ପ୍ରତିକ୍ରିୟା ଦେଇଛନ୍ତି। ହାର୍ଦ୍ଦିକ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri