Posted inଜାତୀୟ

ପୁଣି ନିଜ ଦଳକୁ ସମାଲୋଚନା କଲେ ଆଜାଦ୍‌

ନୂଆଦିଲ୍ଲୀ,୨୨।୧୧: କଂଗ୍ରେସରେ ଏବେ ଗୋଷ୍ଠୀ କନ୍ଦଳ ଲାଗି ରହିଛି। ଦଳର ହେବିଓ୍ବେଟ୍‌ ନେତା ଦଳୀୟ କାର୍ଯ୍ୟକୁ ସମାଲୋଚନା କରୁଥିବା ଦେଖାଯାଇଛି। ପୁଣିଥରେ ଦଳର ନେତୃତ୍ୱକୁ ପୁଣି ଥରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତା ଗୁଲାମ ନବୀ ଆଜାଦ। ସେ କହିଛନ୍ତି, ଆଜି କଂଗ୍ରେସ ସବୁଠାରୁ ତଳ ସ୍ତରରେ ରହିଛି। ଯେପର୍ଯ୍ୟନ୍ତ ଆମେ ଆମର କାର୍ଯ୍ୟ ପଦ୍ଧତି ପରିବର୍ତ୍ତନ କରୁନାହୁଁ, ସେ ପର୍ଯ୍ୟନ୍ତ ଆମେ ବିଜୟୀ ହୋଇପାରିବା ନାହିଁ ଦଳ ଭିତରେ ଫାଇଭ ଷ୍ଟାର ପରମ୍ପରା ହଟିବା ଦରକାର। ଦଳରେ ଯିଏ ଟିକେଟ ପାଉଛି ସେ ଯାଇ ପଞ୍ଚତାରକା ହୋଟେଲ ବୁକ କରୁଛି। ଯେ ପର୍ଯ୍ୟନ୍ତ ଏଭଳି ପରମ୍ପରା ଥିବ ସେପର୍ଯ୍ୟନ୍ତ କିଛି ହେବନି ବୋଲି ସେ କହିଛନ୍ତି। ଦେଶର ବିଭିନ୍ନ ବ୍ଲକ ସଭାପତି ଠାରୁ ଆରମ୍ଭ କରି ଜିଲା ସଭାପତି ପର୍ଯ୍ୟନ୍ତ ଖାଲି ଅଛି, ଏମିତି ହେଲେ ଦଳ କିଭଳି ବିଜୟୀ ହେବ ବୋଲି ସେ ପ୍ରଶ୍ନ କରିଛନ୍ତି। ପଦାଧୀକାରୀମାନେ ସେମାନଙ୍କ ଦାୟିତ୍ୱ ବୁଝିଲେ ହିଁ ଦଳ ଆଗକୁ ବଢିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ ଆଧୁନିକ ବଙ୍ଗଳା: ମାସକୁ ଭଡ଼ା ୫ ହଜାରରୁ କମ୍‌…

ନୂଆଦିଲ୍ଲୀ,୮।୬: ଦେଶର ୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ରାଜଧାନୀ ଦିଲ୍ଲୀର ଲୁଟିୟେନ୍ସ୍‌ ଜୋନ୍‌ରେ ଆଧୁନିକ ବଙ୍ଗଳା ଯୋଗାଇ ଦିଆଯାଇଛି।...

ପୁଣି ୨ ମାସ ମିଳିବ ମାଗଣା ଖାଦ୍ୟ

ନୂଆଦିଲ୍ଲୀ, ୫।୫: କରୋନା ସଙ୍କଟ ବେଳେ ଦେଶର ପ୍ରାୟ ୮୦ କୋଟି ଲୋକଙ୍କୁ ସହାୟତା ପାଇଁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମ୍‌ଜିକେଏଓ୍ବାଇ)ରେ ୨...

ମହିଳାଙ୍କ ସ୍ବାସ୍ଥ୍ୟ ସୁରକ୍ଷା ସଚେତନତା ପାଇଁ ହାତରେ ସାନିଟାରୀ ନାପ୍‌କିନ୍‌ ଧରି ଗରବା ନୃତ୍ୟ କଲେ ଶିକ୍ଷାର୍ଥୀ

ସୁରଟ,୮।୧୦: ଗୁଜରାଟରେ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଡିଜାଇନିଂ ଟେକ୍ନୋଲୋଜିର ଶିକ୍ଷାର୍ଥୀ ଏବଂ ଅଧ୍ୟାପକ ଏକ ନିଆରା ଢ଼ଙ୍ଗରେ ଗରବା ନୃତ୍ୟ କରିଛନ୍ତି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ...

ଲକ୍‌ଡାଉନ୍‌ ସମୟ ସୀମା ବୃଦ୍ଧିକୁ ସମର୍ଥନ କଲା କଂଗ୍ରେସ: କରୋନା ଲଢ଼େଇର ରୋଡ୍‌ମ୍ୟାପ୍‌ ସମ୍ପର୍କରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩...

କରୋନା ଲଢ଼େଇରେ ବଡ଼ ଅଭିଯାନ: ଜାନୁୟାରୀ ୨ରୁ ସମସ୍ତ ରାଜ୍ୟରେ ଟିକାକରଣ ଅଭ୍ୟାସ

ନୂଆଦିଲ୍ଲୀ,୩୧।୧୨: ଭାରତରେ କରୋନା ଟିକାକରଣ ପାଇଁ ସରକାରଙ୍କ ପକ୍ଷରୁ ଜାନୁୟାରୀ ୨ଠାରୁ ବଡ଼ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର...

ହେଲିକପ୍ଟର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ମନୋଜ ତିୱାରୀ

ପାଟନା,୨୯ ।୧୦: ବିହାର ବିଧାନସଭା ନିର୍ବାଚନ ଲାଗି ପ୍ରଚାର ଚାଲିଥିବା ବେଳେ ଏକ ବଡ ଧରଣର ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଛି । ଭାରତୀୟ ଜନତା...

ଅକ୍ସିଜେନ୍‌ ଓ ମେଡିକାଲ କିଟ୍‌ ସହ ଯାତ୍ରା ମାର୍ଗରେ ମୁତୟନ ହେଲେ ଆଇଟିବିପିର ଯବାନ

ନୂଆଦିଲ୍ଲୀ,୧।୭: ମହାଦେବଙ୍କ ଦର୍ଶନ ପାଇଁ ପହଞ୍ଚିଥିବା ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନଜରରେ ରଖି ଆଇଟିବିପି ନିଜର ୫ହଜାରରୁ ଊର୍ଦ୍ଧ୍ୱ ଯବାନଙ୍କୁ ଅମରନାଥ ଯାତ୍ରା ମାର୍ଗରେ ମୁତୟନ କରିଛି।...

ବିରୋଧୀ ଏମ୍‌ପିଙ୍କୁ ସକାଳ ଜଳଖିଆ ପାଇଁ ନିମନ୍ତ୍ରଣ କଲେ ରାହୁଲ

ନୂଆଦିଲ୍ଲୀ,୨।୮: ସଂସଦରେ ବର୍ତ୍ତମାନ ମୌସୁମୀ ଅଧିବେଶନ ଚାଲିଛି। ଅଧିବେଶନ ଆରମ୍ଭ ହେବା ଦିନରୁ ଗୃହରେ ଲଗାତର ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ବିଶେଷ କରି କେବେ...

Advertisement
Archives

Model This Week