ନୂଆମୁଣ୍ଡି ଖଣିକୁ ୫-ଷ୍ଟାର ରେଟିଂ

ନୂଆଦିଲ୍ଲୀ,୧୩।୩: ଟାଟା ଷ୍ଟିଲକୁ ନିକଟରେ ଆଉ ଏକ ଜାତୀୟ ସମ୍ମାନ ଓ ସ୍ବୀକୃତି ମିଳିଥିବା ଜଣାପଡିଛି। ଏପରିକି କ୍ରମାଗତ ୭ମ ଥର ଲାଗି ଟାଟା ଷ୍ଟିଲର ନୂଆ ମୁଣ୍ଡି ଖଣିକୁ ଇଣ୍ଡିଆନ୍‌ ବ୍ୟୁରୋ ଅଫ୍‌ ମାଇନ୍ସ (ଆଇବିଏମ୍‌) ପକ୍ଷରୁ ୨୦୨୧-୨୨ ବର୍ଷ ପାଇଁ ଦୀର୍ଘସ୍ଥାୟୀ ବିକାଶ ନିମନ୍ତେ ୫-ଷ୍ଟାର (ପଞ୍ଚ ତାରକା) ରେଟିଂ ପ୍ରଦାନ କରାଯାଇଛି। ଅପରପକ୍ଷରେ ନାଗପୁରଠାରେ ଅନୁଷ୍ଠିତ ଆଇବିଏମ୍‌ର ୭୫ତମ ପ୍ରତିଷ୍ଠା ଦିବସ ଅବସରରେ ଟାଟା ଷ୍ଟିଲ୍‌କୁ ଉକ୍ତ ପୁରସ୍କାର ପ୍ରଦାନ କରାଯାଇଥିଲା।

କେନ୍ଦ୍ର ସଂସଦୀୟ ବ୍ୟାପାର ତଥା କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କଠାରୁ ଟାଟା ଷ୍ଟିଲ୍‌ ପକ୍ଷରୁ ଟାଟା ଷ୍ଟିଲ୍‌ କଞ୍ଚାମାଲ ବିଭାଗର ଉପସଭାପତି ଡି.ବି.ସୁନ୍ଦରମମଙ୍କ ସମେତ ନୂଆମୁଣ୍ଡି ଆଇରନ୍‌ ମାଇନ୍‌ର ମୁଖ୍ୟ ଶିରିଶ ଶେଖର ଓ ଯୋଡ଼ା ଇଷ୍ଟ ଆଇରନ୍‌ ମାଇନ୍‌ର ମୁଖ୍ୟ ସରୋଜ କୁମାର ବାନାର୍ଜୀ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ। ଟାଟା ଷ୍ଟିଲ୍‌ କଞ୍ଚାମାଲର ଉପସଭାପତି ଡି. ବି. ସୁନ୍ଦରମମ୍‌ କହିଛନ୍ତି, ଏକ ଦାୟିତ୍ୱବାନ ଖଣି କମ୍ପାନୀ ଭାବେ ପ୍ରଯୁକ୍ତି ଓ ମାନଦଣ୍ଡ ବ୍ୟବସ୍ଥାକୁ ବ୍ୟବହାର କରି ଆମେ ବିଜ୍ଞାନଭିତ୍ତିକ ଖଣି କାର୍ଯ୍ୟକୁ ଆଗକୁ ବଢ଼ାଇବା ଜାରି ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri