ନୂଆମୁଣ୍ଡି ଖଣିକୁ ୫-ଷ୍ଟାର ରେଟିଂ

ନୂଆଦିଲ୍ଲୀ,୧୩।୩: ଟାଟା ଷ୍ଟିଲକୁ ନିକଟରେ ଆଉ ଏକ ଜାତୀୟ ସମ୍ମାନ ଓ ସ୍ବୀକୃତି ମିଳିଥିବା ଜଣାପଡିଛି। ଏପରିକି କ୍ରମାଗତ ୭ମ ଥର ଲାଗି ଟାଟା ଷ୍ଟିଲର ନୂଆ ମୁଣ୍ଡି ଖଣିକୁ ଇଣ୍ଡିଆନ୍‌ ବ୍ୟୁରୋ ଅଫ୍‌ ମାଇନ୍ସ (ଆଇବିଏମ୍‌) ପକ୍ଷରୁ ୨୦୨୧-୨୨ ବର୍ଷ ପାଇଁ ଦୀର୍ଘସ୍ଥାୟୀ ବିକାଶ ନିମନ୍ତେ ୫-ଷ୍ଟାର (ପଞ୍ଚ ତାରକା) ରେଟିଂ ପ୍ରଦାନ କରାଯାଇଛି। ଅପରପକ୍ଷରେ ନାଗପୁରଠାରେ ଅନୁଷ୍ଠିତ ଆଇବିଏମ୍‌ର ୭୫ତମ ପ୍ରତିଷ୍ଠା ଦିବସ ଅବସରରେ ଟାଟା ଷ୍ଟିଲ୍‌କୁ ଉକ୍ତ ପୁରସ୍କାର ପ୍ରଦାନ କରାଯାଇଥିଲା।

କେନ୍ଦ୍ର ସଂସଦୀୟ ବ୍ୟାପାର ତଥା କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କଠାରୁ ଟାଟା ଷ୍ଟିଲ୍‌ ପକ୍ଷରୁ ଟାଟା ଷ୍ଟିଲ୍‌ କଞ୍ଚାମାଲ ବିଭାଗର ଉପସଭାପତି ଡି.ବି.ସୁନ୍ଦରମମଙ୍କ ସମେତ ନୂଆମୁଣ୍ଡି ଆଇରନ୍‌ ମାଇନ୍‌ର ମୁଖ୍ୟ ଶିରିଶ ଶେଖର ଓ ଯୋଡ଼ା ଇଷ୍ଟ ଆଇରନ୍‌ ମାଇନ୍‌ର ମୁଖ୍ୟ ସରୋଜ କୁମାର ବାନାର୍ଜୀ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ। ଟାଟା ଷ୍ଟିଲ୍‌ କଞ୍ଚାମାଲର ଉପସଭାପତି ଡି. ବି. ସୁନ୍ଦରମମ୍‌ କହିଛନ୍ତି, ଏକ ଦାୟିତ୍ୱବାନ ଖଣି କମ୍ପାନୀ ଭାବେ ପ୍ରଯୁକ୍ତି ଓ ମାନଦଣ୍ଡ ବ୍ୟବସ୍ଥାକୁ ବ୍ୟବହାର କରି ଆମେ ବିଜ୍ଞାନଭିତ୍ତିକ ଖଣି କାର୍ଯ୍ୟକୁ ଆଗକୁ ବଢ଼ାଇବା ଜାରି ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri