୫-ଟି ଅନୁଦାନ ବାଟମାରଣା

ଢେଙ୍କାନାଳ ଅଫିସ,୨୧।୪: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କାଣ୍ଡବିନ୍ଧା ପଞ୍ଚାୟତର ରଘୁନାଥଜୀଉ ବିଦ୍ୟାମନ୍ଦିରରେ ‘୫-ଟି’ ଅନୁଦାନରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟରେ ଅର୍ଥ ବାରମାରଣା କରାଯାଉଥିବା ଅଭିଯୋଗ ହୋଇଛି। ଶୌଚାଳୟ, ଜଳଯୋଗାଣ ଗୃହ କାର୍ଯ୍ୟ ଠିକ୍‌ ଭାବେ ହେଉ ନ ଥିବା ନେଇ ଗ୍ରାମ ପରିଚାଳନା କମିଟି ସଭାପତି ଜାନକୀଦତ୍ତ ଦଳବେହେରା, ସଂଗ୍ରାମ ସାହୁ, ଧନେଶ୍ୱର ସାହୁ ପ୍ରମୁଖ ବୁଧବାର ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି।
‘୫-ଟି’ ଅନୁଦାନରେ ସ୍କୁଲ ଭିତ୍ତିଭୂମି ବିକାଶମୂଳକ କାର୍ଯ୍ୟ ଜାରି ରହିଛି। ହେଲେ କାମ ନେଇଥିବା ଠିକାଦାର ନିୟମ ଅନୁଯାୟୀ କାମ କରୁ ନ ଥିବା ଗ୍ରାମ ପରିଚାଳନା କମିଟି ପକ୍ଷରୁ ଅଭିଯୋଗ ହୋଇଛି। ସରକାରଙ୍କ ଅନୁମୋଦିତ ସିମେଣ୍ଟ ପରିବର୍ତ୍ତେ ବଜାରରେ ମିଳୁଥିବା ନିମ୍ନମାନର ସିମେଣ୍ଟ ବ୍ୟବହାର ହେଉଛି। କଂକ୍ରିଟ ଢଳେଇ ପୂର୍ବରୁ ମେଟାଲ, ବାଲି ପକାଯିବା ବଦଳରେ ମାଟି ପକାଯାଉଛି। ଫଳରେ ଉକ୍ତ ଉନ୍ନୟନକାର୍ଯ୍ୟର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହାର ବିଧିବଦ୍ଧ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମ କମିଟି ପକ୍ଷରୁ ଦାବି ହୋଇଛି। ଏ ସଂକ୍ରାନ୍ତରେ ଜିଲା ଶିକ୍ଷାଧିକାରୀ ନିବେଦିତା ପାଣି କୁହନ୍ତି, ସେ ଅନୁପସ୍ଥିତ ଥିଲେ। ଏ ନେଇ କୌଣସି ଅଭିଯୋଗ ପାଇନାହାନ୍ତି। ତଥାପି ଅନୁଧ୍ୟାନ କରି ଦେଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri