ପୁରୀରେ ୫ଟି ସଚିବ, ସମସ୍ତ ବ୍ୟବସ୍ଥାର କଲେ ଅନୁଧ୍ୟାନ

ପୁରୀ ଅଫିସ, ୧୯।୨: ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପହଞ୍ଚିବା ପରେ ସନ୍ଧ୍ୟାରେ ଶ୍ରୀମନ୍ଦିର ଦର୍ଶନରେ ଆସିବେ। ତେବେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ପୂର୍ବରୁ ଶନିବାର ସକାଳ ୭ଟା ସମୟରେ ୫ଟି ସଚିବ ଭି.କେ. ପାଣ୍ଡିଆନ ସପରିବାର ସହ ଶ୍ରୀମନ୍ଦିରରେ ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସମସ୍ତ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିବା ସହ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତ। ଅପରାହ୍ନ ୩ଟା ୨୫ମିନିଟରେ ରାଷ୍ଟ୍ରପତି ତାଳବଣିଆ ହେଲିପ୍ୟାଡଠାରେ ପହଞ୍ଚିବା ପରେ ରାଜଭବନ ଅଭିମୁଖେ ଯିବେ। ଏହାପରେ ସା ୫ଟାରେ ଶ୍ରୀମନ୍ଦିର ଦର୍ଶନରେ ଆସିବେ ।

 


Enter your email to get our daily news in your inbox.

All Right Reserved By Dharitri.Com

୨୯ରେ ଲଘୁଚାପ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ଦାନ ବାନ୍ଧୁଛି। ଆସନ୍ତା ୨୯ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପାଣିପାଗ...

ବ୍ୟାଙ୍କ ଅଧିକାରୀ ନିଖୋଜ: ପୋଲ ଉପରୁ ମିଳିଲା ବାଇକ୍‌

ଲୋଇସିଂହା,୧୧।୮(ଡି.ଏନ.ଏ): ବଲାଙ୍ଗୀର ଶାନ୍ତିପଡା ନିବାସୀ ତଥା ବରଗଡ଼ ଜିଲା ବରପାଲିସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ଏଗ୍ରିକଲଚର ଅଧିକାରୀ ଦିବ୍ୟରଞ୍ଜନ ମିଶ୍ର(୩୮) ବୁଧବାର ରାତିରୁ ନିଖୋଜ ହୋଇଯାଇଛନ୍ତି।...

ଖୁବ୍‌ଶୀଘ୍ର କଳାହାଣ୍ଡିରେ କୋଭିଡ ହସ୍ପିଟାଲ: ଦିନିକିଆ ଗସ୍ତରେ ସ୍ଥିତି ସମୀକ୍ଷା କଲେ ୫-ଟି ସଚିବ, ଉନ୍ନୟନ କମିଶନର

ଭବାନୀପାଟଣା/ଧର୍ମଗଡ,୧୫।୪(ଡି.ଏନ୍‌.ଏ.): ବୁଧବାର ଦିନିକିଆ କଳାହାଣ୍ଡି ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଆସି ଭବାନିପାଟଣାଠାରେ ହେବାକୁ ଥିବା କୋଭିଡ...

କଟକଣା କୋହଳ ନେଇ ସର୍ତ୍ତ ରଖିଲେ ରାଜ୍ୟ ସରକାର: ସହରାଞ୍ଚଳରେ ଖୋଲିବନି ମଲ୍‌, ଦୋକାନରେ ରହିବେ ୫୦% କର୍ମଚାରୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଦେଶରେ କରୋନା ମୁକାବିଲାକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ କଟକଣା ଲଗାଯାଇଥିଲା। ହେଲେ ଶନିବାର ଏହାକୁ କିଛି ମାତ୍ରାରେ କୋହଳ କରାଯାଇଛି।...

‘ବିଜୁବାବୁ ଆଙ୍କିଥିଲେ ବିକାଶର ନକ୍ସା’

ଭୁବନେଶ୍ୱର,୫।୩(ବ୍ୟୁରୋ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶନିବାର ୧୦୬ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି...

ଶ୍ରୀମନ୍ଦିରରେ ରକ୍ତଛିଟା: ନୀତି ବିଳମ୍ବ

ପୁରୀ ଅଫିସ,୭ା୩: ଶ୍ରୀମନ୍ଦିରରେ ରକ୍ତଛିଟା ପଡ଼ିଥିବାରୁ ମହାପ୍ରଭୁଙ୍କ ନୀତି ବିଳମ୍ବ ହୋଇଛି। ସବୁ ନୀତି ବନ୍ଦ କରାଯାଇ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି। ଫଳରେ ଘଣ୍ଟାଏରୁ ଅଧିକ...

କେବଳ ବାହାରେ ନୁହେଁ, ଘରେ ବି ରଖନ୍ତୁ ସାମାଜିକ ଦୂରତ୍ୱ: ଉନ୍ନୟନ କମିଶନର

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣରେ ରହିଛି। ଏବେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା...

ବରୁଣେଇ ମନ୍ଦିରରୁ ଚୋରି: ତାଲା ଭାଙ୍ଗି ଟଙ୍କା, ସୁନାଗହଣା ନେଇଗଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଅଫିସ,୪।୧୨: ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ଅନ୍ତର୍ଗତ ପର୍ଯ୍ୟଟନ କ୍ଷେତ୍ର ବରୁଣେଇ ମନ୍ଦିରରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ଦାନ ବାକ୍ସ ଭାଙ୍ଗି...

Advertisement
Archives

Model This Week