ଶ୍ରୀଜିଉଙ୍କୁ ଦର୍ଶନ କଲେ ୫-ଟି ସଚିବ, ଶ୍ରୀସେତୁ ନିର୍ମାଣ କାର୍ଯ୍ୟର କଲେ ଅନୁଧ୍ୟାନ

ପୁରୀ ଅଫିସ,୧୨।୧୧: ୫-ଟି ସଚିବ ଭିକେ ପାଣ୍ଡିଆନ ଶନିବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହା ସହ ଶ୍ରୀସେତୁ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ତାଙ୍କ ସମେତ ପୁରୀ ଜିଲାପାଳଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଥିଲେ।