କରୋନା ମହାମାରୀ: ଜୁଲାଇ ପରେ ଫେବୃୟାରୀରେ ସବୁଠାରୁ ଅଧିକ ୧୫ ହଜାରରୁ ଅଧିକ ମୃତ୍ୟୁ!

ନୂଆଦିଲ୍ଲୀ,୧୯ ।୨: କରୋନା ମହାମାରୀ ଯୋଗୁ ହେଉଥିବା ମୃତ୍ୟୁ ସଂଖ୍ୟା ଏବେ ଏକ ଖେଳ ବୋଲି ମନେ ହେଉଛି । ଇତି ମଧ୍ୟରେ ଫେବୃୟାରୀରେ ୧୫ ହଜାରରୁ ଉର୍ଦ୍ଧ୍ୱ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ସଂଖ୍ୟା ଗତ ବର୍ଷ ଜୁଲାଇରେ ହୋଇଥିବା ମୃତ୍ୟୁ ସଂଖ୍ୟା ପରେ ସବୁଠାରୁ ଅଧିକ ବୋଲି କୁହାଯାଉଛି । ଗତ ବର୍ଷ ଜୁଲାଇରେ ୨୪ ହଜାର କରୋନା ମୃତ୍ୟୁ ହୋଇଥିଲା । ହେଲେ ହଠାତ୍ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ଘଟଣା ନୂଆ କଥାକୁ ସାମ୍ନାକୁ ଆଣିଛି ।
କୁହାଯାଉଛି କି ଫେବୃୟାରୀରେ କରୋନାରେ ୮,୬୭୩ ଜଣଙ୍କ ମୃତ୍ୟୁ ହୋଇଥିଲା । ହେଲେ ଏହି ସଂଖ୍ୟାରେ ୬,୩୨୯(୪୨%) ପୁରୁଣା ମୃତ୍ୟୁକୁ ଯୋଡି ଦିଆଯାଇଛି, ଯେଉଁଥିପାଇଁ ଏହି ସଂଖ୍ୟା ୧୫ ହଜାର ଅତିକ୍ରମ କରିଯାଇଛି । ଏମିତି ଗଣିତ ଜାନୁୟାରୀରେ ବି ହୋଇଥିଲା । ଜାନୁୟାରୀରେ ୧୪,୭୫୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏଥିରେ ୫୪୮୩ ମୃତ୍ୟୁ ସଂଖ୍ୟାକୁ ଯୋଡି ଦିଆଯାଇଥିଲା । ସବୁଠାରୁ ଅଧିକ ମୃତ୍ୟୁ କେରଳରେ ହୋଇଥିବା ଦର୍ଶାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri