୫ ଟନ୍‌ ଚୋରା କୋଇଲା ଜବତ

ଛେଣ୍ଡିପଦା, ୧୭।୪(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଇଁଛପଦା ଗ୍ରାମ ନିକଟରେ ପୋଲିସ ଚଢ଼ାଉ କରି ଏକ ଟ୍ରକ୍‌ରୁ ୫ ଟନ୍‌ ଚୋରା କୋଇଲା ଜବତ କରିଛି। ତେବେ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ଏକ କୋଇଲା ବୋଝେଇ ଟ୍ରକ୍‌ (ନଂ. ଓଡି ୦୯ ଏମ୍‌ ୮୮୫୨) କମ୍ପସଲାରୁ କଇଁଛପଦା ଦେଇ ବୁଢାପାଳ ଅଭିମୁଖେ ଯାଉଥିଲା। ଉକ୍ତ କୋଇଲା ଚୋରା ଚାଲାଣ ହେଉଥିବା ସୂଚନା ପାଇ ଛେଣ୍ଡିପଦା ପୋଲିସ ଚଢ଼ାଉ କରିଥିଲା। ପୋଲିସ ଉକ୍ତ ଟ୍ରକ୍‌ ଜବତ କରି ଛେଣ୍ଡିପଦା ଥାନାକୁ ଆଣିଛି। ଏ ନେଇ କେସ ନଂ.୧୭୦/୨୨ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ପରିସରରେ ଚିକେନ କରି ଖାଇବା ପଡ଼ିଲା ମହଙ୍ଗା: ୩ ପୂଜକ କୋର୍ଟ ଚାଲାଣ

ତାଳଚେର,୩୦।୩(ନି.ପ୍ର.): ତାଳଚେରର ପ୍ରସିଦ୍ଧ ଶୈବପୀଠ ପଶ୍ଚିମେଶ୍ୱର ମନ୍ଦିର ପରିସରରେ ପୂଜକମାନେ ଚିକେନ ରୋଷେଇ କରି ଖାଇବା ମହଙ୍ଗା ପଡ଼ିଛି। ଏହି ଅଭିଯୋଗରେ ତାଳଚେର ପୋଲିସ ୩...

ସ୍କୁଟିକୁ ଧକ୍କାଦେଲା ଟ୍ରକ୍‌: ଦମ୍ପତିଙ୍କ ଜୀବନଗଲା,ଘଟଣାସ୍ଥଳରେ ଉତ୍ତେଜନା

ଅନୁଗୋଳ ଅଫିସ,୮।୩: ଅନୁଗୋଳ ଏସ୍‌ପି କାର୍ଯ୍ୟାଳୟ ସମ୍ମୁଖରେ ରବିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛିି। ଏହି ଦୁର୍ଘଟଣାରେ ଦମ୍ପତିଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।...

ଭିତରକୁ ଯାଉଛି ବାହାର ଖାଦ୍ୟ

ଅନୁଗୋଳ ଅଫିସ, ୮।୫ – ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଜେଲ ବିଭାଗ ନିର୍ଦ୍ଦେଶକଙ୍କ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ଅନୁଗୋଳ...

ଅନୁଗୋଳରେ ଗଡ଼ିଲା ପ୍ରଥମ ଦୁଗ୍ଧ ଏଟିଏମ୍‌

ଛେଣ୍ଡିପଦା, ୩୦ା୧(ସ୍ବ.ପ୍ର.) ସାହି ସାହି ବୁଲୁଛି ମିଲ୍କ ଭ୍ୟାନ୍‌। ଏଟିଏମ୍‌ରୁ ଟଙ୍କା ବାହାରିବା ଭଳି ସେଥିରୁ ବାହାରୁଛି ଉନ୍ନତମାନର କ୍ଷୀର। ଅନୁଗୋଳ ଜିଲାରେ ପ୍ରଥମ ଥର...

ଅନୁଗୋଳ ବନଖଣ୍ଡର ଅଭିନବ ପଦକ୍ଷେପ : ଗଜ ଉପଦ୍ରବ ରୋକିବେ ‘ଗଜବନ୍ଧୁ’

ଅନୁଗୋଳ ଅଫିସ, ୨୨।୬ – ଅନେକ ସମୟରେ ଗଁ। ରେ ପଶି ମଣିଷ ମାରୁଛି ହାତୀ। ଦଳି ଚକଟି ନଷ୍ଟ କରୁଛି ହେକ୍ଟର ହେକ୍ଟର ଫସଲ।...

କଚ୍ଛପ ଗତିରେ ଚାଲିଛି ଟିକିରା ସେତୁ ନିର୍ମାଣ : ୧୫ ମାସରେ ୧୦ ପ୍ରତିଶତ କାର୍ଯ୍ୟ

ତାଳଚେର, ୧୮ା୭(ନି.ପ୍ର.) – କଣିହଁ। ବ୍ଲକର ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତବାସୀଙ୍କ ଲାଇଫ୍‌ ଲାଇନ କୁହାଯାଉଥିବା ଟିକରା ସେତୁ କାର୍ଯ୍ୟ କଚ୍ଛପ ଗତିରେ ଚାଲିଛି। ନିର୍ମାଣ ଦାୟିତ୍ୱ...

୭ ଶିକାରୀ ଗିରଫ: ହରିଣ ମାଂସ, ଚମଡ଼ା ଜବତ

ଅନୁଗୋଳ ଅଫିସ,୨୯।୭: ଅନୁଗୋଳ ସାତକୋଶିଆ ବାଘ୍ର ଅଭୟାରଣ୍ୟରେ ଥିବା ପୁରୁଣାକୋର୍ଟ ରିଜର୍ଭ କମ୍ପାର୍ଟମେଣ୍ଟ-୬ରୁ ସୋମବାର ୭ଜଣ ଜନ୍ତୁ ଶିକାରୀ ଗିରଫ ହୋଇଛନ୍ତି। ସେମାନଙ୍କ ନିକଟରୁ ୮.୫କିଗ୍ରା...

କୁକୁଡ଼ା ନେବାକୁ ଗଁ।ରେ ଡେଙ୍ଗୁରା

ଅନୁଗୋଳ ସହର,୧୭ା୩ କରୋନା ଭାଇରସ ଆତଙ୍କ ବ୍ରଏଲର କୁକୁଡ଼ା ଚାଷୀ ଓ କମ୍ପାନୀକୁ ତଳିତଳାନ୍ତ କରିଦେଲାଣି। କୁକୁଡ଼ା ମାଂସ କି ଅଣ୍ଡା ସହିତ କରୋନାର କୌଣସି...

Advertisement
Archives

Model This Week