ଓଡ଼ିଶାରେ ଚିହ୍ନଟ ହେଲା ୫ ପ୍ରକାର କରୋନା ଭୂତାଣୁ

ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଛି ୫ ପ୍ରକାର କରୋନା ଭୂତାଣୁ। ସେଗୁଡ଼ିକ ହେଲା ୧୯ଏ, ୧୯ବି, ୨୦ଏ, ୨୦ବି, ୨୦ସି। ସବୁଠାରୁ ଅଧିକ ୨୦ଏ, ୨୦ବି ଭାଇରସ୍‌ ଠାବ ହୋଇଛି। ଏନେଇ ଆର୍‌ଏମ୍‌ଆର୍‌ସି ଓ ଆଇଏଲ୍‌ଏସ୍‌ ପକ୍ଷରୁ ଶନିବାର କରାଯାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ଓଡ଼ିଶାରେ ୨୨୫ ନମୁନା ସଂଗ୍ରହ କରାଯାଇ ଗବେଷଣା କରାଯାଇଛି। ଗୁଜରାଟ, ଦିଲ୍ଲୀ, ତାମିଲନାଡ଼ୁ ଆଦି ୧୩ ରାଜ୍ୟରୁ ୧୮ ଜିଲାକୁ ଫେରିଥିବା ପ୍ରବାସୀଙ୍କୁ ନେଇ ଗବେଷଣା କରାଯାଇଥିଲା। ଜେନୋମିକ ଷ୍ଟଡି ପରେ ୫ ପ୍ରକାର କରୋନା ଭାଇରସ ମିଳିଛି। ଭାଇରସ ମିଳିବା ପରେ ଭ୍ୟାକ୍‌ସିନ(ଟିକା) ପାଇଁ ସୁବିଧା ହେବ। ତେବେ ଗୋଟିଏ ପ୍ରକାର ଭ୍ୟାକ୍‌ସିନରେ ହେବ, ନା ଅଲଗା ଲୋଡ଼ା ତାହା ଦେଖିବାକୁ ପଡ଼ିବ। ଏପରିକି ଏହି ୫ ପ୍ରକାର ଭାଇରସ୍‌ ପାଇଁ ୫ ପ୍ରକାର ଭ୍ୟାକ୍‌ସିନ ନା ଗୋଟିଏରେ ହେବ ତାହା ଦେଖାଯିବ। ଏହାଛଡ଼ା ଜୁଲାଇ ପରଠାରୁ ରାଜ୍ୟରେ ସଂକ୍ରମଣ ନେଇ ପୁଣି ଷ୍ଟଡି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଅନୁଦାନ ଓଡ଼ିଶା ପାଇଁ ନୈରାଶ୍ୟଜନକ: ମନ୍ତ୍ରୀ

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪,୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଓଡ଼ିଶା ପାଇଁ ନୈରାଶ୍ୟଜନକ...

କରୋନା ସଚେତନତା କାର୍ଯ୍ୟକ୍ରମ

ଦେବଗଡ଼,୧୮।୧୨(ଡି.ଏନ.ଏ.) ଦେବଗଡ ନେହେରୁ ଯୁବକେନ୍ଦ୍ର ଓ ବାରକୋଟ ବ୍ଲକ ଶିରିଗିଡା ବାବା ବାଣେଶ୍ୱର କ୍ଲବ ମିଳିତ ଆନୁକୂଲ୍ୟରେ ଶିରିଗିଡା ଗ୍ରାମରେ ଏସ୍‌ଏଚଜି ସଦସ୍ୟାଙ୍କୁ ନେଇ କରୋନା...

ସ୍କୁଲ ଛାତ ଉପରେ ପଡ଼ିଲା ଗଛ

ଅମରପାଲି, ୫।୪: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅମରପାଲି ସରକାରୀ ୟୁପି ସ୍କୁଲ ପରିସରରେ ଥିବା ଏକ ବହଳ ଗଛ ସୋମବାର ପବନରେ ଉପୁଡି ଶ୍ରେଣୀ...

ଭୁବନେଶ୍ୱରରୁ ଆଜି ୩୮ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୭

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୮କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭...

ଖୋଲା ରହିବ ଜରୁରୀ ସାମଗ୍ରୀ ଦୋକାନ

ଭୁବନେଶ୍ୱର,୧୭।୩ (ବ୍ୟୁରୋ): ସୋମବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କରୋନା ମୁକାବିଲା ପାଇଁ ପୋଲିସ ସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ। ଏହି ବୈଠକରେ...

ଘର ଦେବା ଆଳରେ ବହୁ କୋଟି ଠକେଇ

ଭୁବନେଶ୍ୱର,୩୧।୮ (ବ୍ୟୁରୋ): ଘର ଦେବା ଆଳରେ ଜମାକାରୀଙ୍କଠାରୁ ବହୁ କୋଟି ଟଙ୍କା ଠକି ଉଭାନ ହୋଇଯାଇଛି ଭୁବନେଶ୍ୱରର ଏକ ବିଲ୍ଡର ସଂସ୍ଥା। ଏନେଇ ଅଭିଯୋଗ ପରେ...

ଦୁଇ ମହିଳା ଏସ୍‌ଆଇଙ୍କୁ ମାଡ଼, ଦୁଇ ଯୁବକ ଗିରଫ

ଭୁବନେଶ୍ୱର,୨୮।୭(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ରାଜମହଲ ଛକରେ ଖାରବେଳନଗର ଥାନାର ଦୁଇଜଣ ମହିଳା ଏସ୍‌ଆଇଙ୍କୁ ୩ଜଣ ଯୁବକ ଅଶ୍ଳୀଳ ଇଙ୍ଗିତ କରିବା ସହ ମାଡ଼ ମାରିଛନ୍ତି।...

ସନ୍ଦିଗ୍ଧଙ୍କ ରିପୋର୍ଟକୁ ଅପେକ୍ଷା

ଅନୁଗୋଳ ଅଫିସ, ୫।୪- ଅନୁଗୋଳ ଜିଲାରେ ଥିବା କରୋନା ସନ୍ଦିଗ୍ଧଙ୍କ ରକ୍ତ ନମୁନା ଭୁବନେଶ୍ୱର ପଠାଯାଇଥିଲା। ବିଶେଷକରି ଦିଲ୍ଲୀ ନିଜାମୁଦ୍ଦିନ ଧର୍ମସଭାରୁ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଥିବା...

Advertisement


Archives

Model This Week

Why Dharitri