Posted inଖେଳ

ଜାଡେଜାଙ୍କୁ ୫ ଉଇକେଟ୍‌: ଅଷ୍ଟ୍ରେଲିଆ ୧୭୭ ରନ୍‌ରେ ଅଲଆଉଟ୍‌

ନାଗପୁର,୯।୨:ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ବୋଲର ଚମତ୍କାର ବୋଲିଂ କରିଛି। ଅଷ୍ଟ୍ରେଲିଆର ପ୍ରଥମ ଇନିଂସରେ ୧୭୭ ରନରେ ଅଲଆଉଟ୍‌ ହୋଇଛି। ଏହି ଇନିଂସରେ ଅଷ୍ଟ୍ରେଲିଆ ପାଇଁ ମାର୍ନସ ଲାବୁଶେନ ସର୍ବାଧିକ ୪୯ ରନ ସଂଗ୍ରହ କରିଥିଲେ। ଷ୍ଟିଭ ସ୍ମିଥ ୩୭ ଏବଂ ଆଲେକ୍ସ କେରି ୩୬ ରନ ସ୍କୋର କରିଥିଲେ। ଏଥିସହିତ ପିଟର ହ୍ୟାଣ୍ଡସକମ୍ବ ୩୧ ରନ ସ୍କୋର କରି ଆଉଟ ହୋଇଥିଲେ। ଏହି ଚାରିଜଣଙ୍କ ବ୍ୟତୀତ କୌଣସି କଙ୍ଗାରୁ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ତିନି ଖେଳାଳି ସେମାନଙ୍କ ଆକାଉଣ୍ଟ ମଧ୍ୟ ଖୋଲିପାରି ନ ଥିଲେ। ଭାରତ ପକ୍ଷରୁ ରବିନ୍ଦ୍ର ଜାଡେଜା ଚମତ୍କାର ବୋଲିଂ କରି ୫ଟି ଉଇକେଟ ନେଇଥିବା ବେଳେ ଅଶ୍ୱିନ ଭାରତ ପାଇଁ ୩ଟି ଉଇକେଟ ନେଇଛନ୍ତି। ମହମ୍ମଦ ଶାମି ଏବଂ ସିରାଜ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?