Posted inଜାତୀୟ

ଗର୍ଭ ଗୃହରେ ପ୍ରତିଷ୍ଠା ହେବ ରାମଲଲାଙ୍କ ନୂଆ ମୂର୍ତ୍ତି, କେଉଁଠି ରହିବ ପୁରୁଣା ପ୍ରତିମା?

ଅଯୋଧ୍ୟା,୨୮।୧୨: ଅଯୋଧ୍ୟାରେ ପ୍ରତିଷ୍ଠା ହେବ ରାମ ଲଲାଙ୍କ ପ୍ରତିମୂର୍ତ୍ତି। ୨୦୨୪ ଜାନୁଆରୀ ୨୨ରେ ହେବ ରାମ ମନ୍ଦିରରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା । ଏନେଇ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ରାମ ଲଲାଙ୍କର ଦୁଇଟି ମୂର୍ତ୍ତି ରହିଛି । ଗୋଟିଏ ଏବେ ପ୍ରସ୍ତୁତ ହେଉଛି ଦ୍ୱିତୀୟଟି ପୁରୁଣା ରାମ ମନ୍ଦିରରେ ପୂଜା ପାଉଛି। ସେଥିରୁ ଗୋଟିଏ ମନ୍ଦିରର ଗର୍ଭଗୃହରେ ସ୍ଥାପନ କରାଯିବ ।

ଶ୍ରୀ ରାମ ଜନ୍ମଭୂମୀ ତୀର୍ଥକ୍ଷେତ୍ରର ଟ୍ରଷ୍ଟ ଅନୁଯାୟୀ, ବର୍ତ୍ତମାନ ପୁରୁଣା ମୂର୍ତ୍ତିକୁ ଦ୍ୱିତୀୟ ମନ୍ଦିର ଅର୍ଥାତ ଛୋଟ ମନ୍ଦିରରେ ରଖାଯାଇଛି । ନୂଆ ପ୍ରତିମା ପ୍ରତିଷ୍ଠା ସମୟରେ ଏକାଠି ଦୁଇଟି ପ୍ରତିମା ରଖିବାର ଯୋଜନା କରାଯାଇଛି । ଏହି ନୂଆ ପ୍ରତିମାକୁ ଅଚଳ ମୂର୍ତ୍ତି କୁହାଯାଉଥିବାବେଳେ ପୁରୁଣା ମୂର୍ତ୍ତିକୁ ଉତ୍ସବ ମୂର୍ତ୍ତି କୁହାଯିବ । ଉତ୍ସବ ମୂର୍ତ୍ତିକୁ ଦେଶର ବିଭିନ୍ନ ସିଦ୍ଧ ମନ୍ଦିରକୁ ନିଆଯିବ । ଏହା ପରେ ଗର୍ଭ ଗୃହ ଭିତରେ ଥିବା ପ୍ରତିମା ପାଖରେ ସ୍ଥାପନ କରାଯିବ । ରାମ ଲଲାଙ୍କ ନୂଆ ପ୍ରତିମା ନିର୍ମାଣ ପାଇଁ ତିନିଜଣ ଶିଳ୍ପୀ ଗଣେଶ ଭଟ୍ଟ, ଅରୁଣ ଯୋଗୀରାଜ ଏବଂ ସତ୍ୟନାରାୟଣ ପାଣ୍ଡେଙ୍କୁ ଦାୟିତ୍ୱ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୁଏତ୍‌ର ନିଷ୍ପତ୍ତିରେ ବଢ଼ିଲା ପାକିସ୍ତାନର ଚିନ୍ତା, ଇରାନ ଯୁଦ୍ଧ ସମୟରେ ଏପରି ଘଟିଲା ​​ଯାହା…

କତାର,୮ା୩: ଇରାନରେ ବଢ଼ୁଥିବା ଯୁଦ୍ଧ ଏବେ ବିଶ୍ୱ ଶକ୍ତି ବଜାରକୁ ପ୍ରଭାବିତ କରୁଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ ଅନେକ ତୈଳ…

ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩:  ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି।…

କଇଁଚିରେ ଶାଶୁଙ୍କ ନାକ କାଟି ଦେଲେ ଜ୍ବାଇଁ, କଟା ନାକ ଧରି ଫେରାର….

ଜୟପୁର,୮।୩: ରାଜସ୍ଥାନର ଜାଲୋର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାରିବାରିକ ବିବାଦକୁ ନେଇ ଜଣେ ବ୍ୟକ୍ତି ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଛନ୍ତି ।…

JDUରେ ସାମିଲ ହେଲେ ନିଶାନ୍ତ, କହିଲେ ମୋ ବାପାଙ୍କ ଉପରେ ମୁଁ ଗର୍ବ କରେ

ପାଟନା,୮।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜନତା ଦଳ ୟୁନାଇଟେଡ (ଜେଡିୟୁ)ରେ ଯୋଗ ଦେଇଛନ୍ତି। ବୈଠକ ସମୟରେ ସେ ଦଳୀୟ କର୍ମୀମାନଙ୍କୁ ସ୍ବାଗତ କରିଥିଲେ।…

‘ସମାଜ ଗଠନରେ ନାରୀମାନଙ୍କ ଭୂମିକା ଅତୁଳନୀୟ’

ଥୁଆମୂଳ ରାମପୁର,୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଏକ…

ବଡ଼ ଘୋଷଣା କଲେ ମହମ୍ମଦ ମୋକିମ୍‌, ଏହି ଦିନ ଲଞ୍ଚ କରିବେ ନୂଆ ଦଳ

ଭୁବନେଶ୍ବର,୮ା୩: ଏପ୍ରିଲ୍‌ ୮ରେ ମହମ୍ମଦ ମୋକିମ୍‌ ନୂଆ ଦଳ ଲଞ୍ଚ୍‌ କରିବେ । ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’ ରହିବ ବୋଲି ଘୋଷଣା କରିଛନ୍ତି…

‘ନାରୀ ଶିକ୍ଷିତ ହେଲେ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବ’

ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଘୁମୁସର ଗବେଷଣା ପ୍ରତିଷ୍ଠାନ(ଜିଜିପି) ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri