Posted inଜାତୀୟ

ଧର୍ମାନ୍ତରୀକରଣ ନିରୋଧୀ ଆଇନରେ ୫ ବର୍ଷ ଜେଲ

ଲକ୍ଷ୍ନୌ,୧୯।୯: ଉତ୍ତରପ୍ରଦେଶ ବେଆଇନ ଧର୍ମାନ୍ତରୀକରଣ ନିରାକରଣ ଆଇନ, ୨୦୨୧ରେ ପ୍ରଥମ ଥର ଲାଗି ଜଣେ ୨୬ ବର୍ଷୀୟ କାଠମିସ୍ତ୍ରୀଙ୍କୁ ଦୋଷୀସାବ୍ୟସ୍ତ କରାଯାଇଛି। ଆମ୍ରୋହାର ଏକ ଅଦାଲତ ଶନିବାର ତାଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ୫ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଗତବର୍ଷ ଡିସେମ୍ବରରେ ଏହି ନୂଆ ଆଇନ କାର୍ଯ୍ୟକାରୀ ହୋଇଥିଲା। ଆମ୍ରୋହାର ଅତିରିକ୍ତ ଜିଲା ଜଜ୍‌ (ପୋକ୍ସୋ କୋର୍ଟ) କପିଳା ରାଘବ ଅପରାଧୀ ଅଫଜଲଙ୍କୁ ୫ ବର୍ଷ ଜେଲଦଣ୍ଡ ସହ ୪୦,୦୦୦ ଟଙ୍କା ଜରିମାନା ଲଗାଇଛନ୍ତି। ଅନ୍ୟ ସମ୍ପ୍ରଦାୟର ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ଅଫଜଲଙ୍କୁ ଆମ୍ରୋହା ପୋଲିସ ଗତବର୍ଷ ଏପ୍ରିଲ ୪ରେ ଦିଲ୍ଲୀରୁ ଗିରଫ କରିଥିଲା। ନାବାଳିକା ପରିବାରର ଅଭିଯୋଗକ୍ରମେ ଅଫଜଲଙ୍କ ନଁାରେ ଅପହରଣ ଏବଂ ଧର୍ମାନ୍ତରୀକରଣ ନିରୋଧୀ ଆଇନରେ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ପାଇଁ ନିଜ ଜୀବନକୁ ବାଜି ଲଗାଇଥିଲି, ଯଦି ସୁଯୋଗ ମିଳେ ଭୂମିପୂଜାକୁ ନିଶ୍ଚୟ ଯିବି: ଉମା ଭାରତୀ

ନୂଆଦିଲୀ,୨୨।୭: ଅଯୋଧ୍ୟାରେ ଅଗଷ୍ଟ ୫ରେ ରାମଲାଲଙ୍କ ମନ୍ଦିରର ଭୂମିପୂଜା ଆୟୋଜିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା କରିବା ସହ ଶିଳାନ୍ୟାସ କରିବେ। ଏହି...

ଅଫିସରଙ୍କୁ ଚେତାବନୀ ଦେଇଛନ୍ତି ଗଡ଼କରୀ: ୮ ଦିନରେ କାମ ନ ହେଲେ ଲୋକଙ୍କୁ କହି ଆରମ୍ଭ ହେବ ମାଡ଼

ନୂଆଦିଲ୍ଲୀ,୧୮।୮: କେନ୍ଦ୍ରୀୟ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀଙ୍କ ଏକ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଆର୍‌ଏସ୍‌ଏସ୍‌ ଦ୍ୱାରା ପରିଚାଳିତ ଲଘୁ ଉଦ୍ୟୋଗ...

ଗୁଜରାଟରେ ପରାଜୟ ସ୍ବୀକାର କଲା କଂଗ୍ରେସ…

ଅହମଦାବାଦ,୮।୧୨ : ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନାର ପ୍ରାରମ୍ଭିକ ଗଣତିରେ ରାଜ୍ୟର ୧୮୨ ବିଧାନସଭା ଆସନ ମଧ୍ୟରୁ ୧୫୦ରେ ଭାଜପା ଆଗୁଆ ରହିଛି।...

ପ୍ରତିରକ୍ଷାମନ୍ତ୍ରୀଙ୍କ ପ୍ରଶଂସା ସାଉଁଟିଲେ ଅଷ୍ଟମ ଶ୍ରେଣୀର ଛାତ୍ରୀ

ମାଙ୍ଗାଲୁରୁ,୨୫ ।୯: କରୋନା ମହାମାରୀ ସମୟରେ ଯିଏ ଯେମିତି ଭାବେ ହେଉ ସହାୟତାର ହାତ ବଢାଇନ୍ତି । ଏମିତି ଜଣେ ଛାତ୍ରୀ ହେଉଛନ୍ତି ଇସିତା ଆଚର...

ଜେଏନ୍‌ୟୁ ହିଂସା ପାଇଁ ନିଜକୁ ଦାୟୀ କଲା ହିନ୍ଦୁ ରକ୍ଷା ଦଳ: ପୋଲିସ ପକ୍ଷରୁ ତଦନ୍ତ ଜାରି

ନୂଆଦିଲ୍ଲୀ,୭।୧: ଜେଏନ୍‌ୟୁ ହିଂସାକୁ ନେଇ ଦେଶବ୍ୟାପି ଚର୍ଚ୍ଚା ଜାରି ରହିଥିବାବେଳେ ହିନ୍ଦୁ ରକ୍ଷା ଦଳ ପକ୍ଷରୁ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହୋଇଛି। ଜେଏନ୍‌ୟୁ...

ମାଙ୍କଡ଼ ତଡ଼ିବା ପାଇଁ ଭାଲୁ ପୋଷାକ ପିନ୍ଧିଲେ ଆଇଟିବିପି ଯବାନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଡେରାଡୁନ୍‌: ଉତ୍ତରାଖଣ୍ଡରେ ମାଙ୍କଡ଼ଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ଲୋକଙ୍କ ଘରେ ପଶି ଖାଦ୍ୟ ପଦାର୍ଥ ଛଡ଼ାଇ ନେବା ସହିତ ନାନା ପ୍ରକାର ହଇରାଣ କରୁଛନ୍ତି।...

ଅବସର ଗ୍ରହଣ ଦିନ ଖୁସିରେ ହେଲିକପ୍ଟରରେ ଉଡ଼ିଲେ ଚତୁର୍ଥ ଶ୍ରେଣୀ କର୍ମଚାରୀ

ଫରିଦାବାଦ୍‌,୧।୮: ଚାକିରିରୁ ଅବସର ନେବା ଦିନ ଏକ ସ୍କୁଲରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାମ କରୁଥିବା ଜଣେ ବ୍ୟକ୍ତି ଏକ ନିଆରା ପଦକ୍ଷେପ ନେଇଛନ୍ତି।...

କରୋନା ସଚେତନତା ବାର୍ତ୍ତା: ଠାକୁର ପିନ୍ଧିଲେ ମାସ୍କ

ବାରାଣାସୀ: କରୋନା ଭୂତାଣୁ ସଂକ୍ରମଣ ଭୟରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଉଛି। ଏହା ସହିତ ଆଲିଙ୍ଗନ ଏବଂ...

Advertisement
Archives

Model This Week