ଦଶହରା, କାର୍ତ୍ତିକପୂର୍ଣ୍ଣିମାରେ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୧୩।୧୦: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦଶହରା ଏବଂ କାର୍ତ୍ତିକ ପୂର୍ଣ୍ଣିମାରେ ଭକ୍ତ ଦର୍ଶନ କରିପାରିବେ ନାହିଁ। ଏହି ଦିନଗୁଡ଼ିକରେ ଶ୍ରୀମନ୍ଦିର ବନ୍ଦ ରହିବ। ଗୁରୁବାର ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ଏସ୍‌ଓପି ଜାରି କରାଯାଇଛି।
ଏସ୍‌ଓପି ଅନୁସାରେ, ସର୍ବସାଧାରଣଙ୍କ ଦର୍ଶନ ପାଇଁ ଦଶହରା ଦିନ ଶ୍ରୀମନ୍ଦିର ବନ୍ଦ ରହିବ । ୧୬ ତାରିଖ ଭସାଣିରେ ୧୨ଟା ପରଠାରୁ ଦର୍ଶନ ବନ୍ଦ ରହିବ। କୁମାରପୂର୍ଣ୍ଣିମା ଦିନ ଶ୍ରୀମନ୍ଦିର ଖୋଲା ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକପୂର୍ଣ୍ଣିମାରେ ଶ୍ରୀମନ୍ଦିର ବନ୍ଦ ରହିବ।

ଏହାସହ ଶ୍ରୀମନ୍ଦିର ପରିସରକୁ ପଲିଥିନ ନେବାକୁ ସଂପୂର୍ଣ୍ଣ ନିଷେଧ କରାଯାଇଛି। ଶ୍ରୀମନ୍ଦିରକୁ ପଲିଥିନ ନେଲେ ଶହେ ଟଙ୍କା ଜରିମାନା ଲାଗିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସ୍‌ଓପି ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri