କାଶୀପୁର ବ୍ଲକରେ ୫୦ ଏକର ଫସଲ ନଷ୍ଟ

ରାୟଗଡ଼ା,(ସ୍ବ.ପ୍ର.)/ଟିକିରି (ଡି.ଏନ.ଏ.)୨୦ା୩: ରାୟଗଡ଼ା ଜିଲାର ବିଭିନ୍ନ ସ୍ଥାନରେ ଶନିବାର ପ୍ରବଳ ବର୍ଷା ହୋଇଛି। କାଶୀପୁର ବ୍ଲକରେ ସର୍ବାଧିକ ବର୍ଷା ସହ କୁଆପଥର ମାଡ଼ ହୋଇଥିବାରୁ ଜିଲାର ଅନ୍ୟ ବ୍ଲକ ଅପେକ୍ଷା ଏଠାରେ ଅଧିକ ଫସଲ କ୍ଷୟକ୍ଷତି ହୋଇଛି। କାଶୀପୁର ତହସିଲଦାର ଶରତ ଶବରଙ୍କ ସୂଚନା ଅନୁଯାୟୀ, ଗୋରଖପୁର, ରେଙ୍ଗା ଓ କୁଚେଇପଦର ପଞ୍ଚାୟତରେ ଅଧିକ ଘର ଭାଙ୍ଗିବା ସହିତ ପରିବା ଚାଷ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ବର୍ଷା ଓ କୁଆପଥର ମାଡ଼ରେ ୫୦ଏକରରୁ ଉର୍ଦ୍ଧ୍ୱ ଫସଲ ନଷ୍ଟ ହୋଇଛି। ଗୋରଖପୁର ପଞ୍ଚାୟତର ଲିମାଡୋର ଗ୍ରାମରେ କୋବି, ମକା, ଟମାଟୋ, ଭେଣ୍ଡି, ମଟରଚଣା, ସୂର୍ଯ୍ୟମୁଖୀ ଆଦି ଚାଷ ନଷ୍ଟ ହୋଇଥିବା ତହସିଲଦାର ଶବର କହିଛନ୍ତି ା ବ୍ଲକରେ ପ୍ରାୟ ୪୩ ଘର ଭାଙ୍ଗିଥିବା ସୂଚନା ମିଳିଛି। ସମସ୍ତ ଅଞ୍ଚଳର ରାଜସ୍ବ ନିରୀକ୍ଷକଙ୍କୁ ସେମାନଙ୍କ ସର୍କଲର ସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ଦାଖଲ ପାଇଁ ତସହିଲଦାର ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ୍‌ ସଂସଦରେ ମୁହାଁମୁହିଁ ନେତନ୍ୟାହୁଙ୍କ ପତ୍ନୀ-ପୂର୍ବତନ PM, ଭିଡିଓ ଭାଇରାଲ୍

ଜେରୁଜେଲମ୍,୧୧।୧୧: ଇସ୍ରାଏଲ୍‌ ସଂସଦ (ନେସେଟ୍‌)ରେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ଭାଷଣ ସମୟରେ ଅପ୍ରିତିକର ପରିସ୍ଥିତି ଦେଖିବାକୁ ମିଳିଛି । ନେତନ୍ୟାହୁଙ୍କ ପତ୍ନୀ ସାରା ନେତନ୍ୟାହୁ ଓ ତାଙ୍କର…

ବିଶ୍ୱର ସବୁଠାରୁ ଲମ୍ବାଗୋଡ଼ ଥିବା ମହିଳା, ତାଙ୍କ ପରିବାରର ସମସ୍ତ ସଦସ୍ୟ ବି ୬ ଫୁଟରୁ ଅଧିକ ଉଚ୍ଚ

କୁହାଯାଏ, ଜଣେ ବ୍ୟକ୍ତିଙ୍କର ବ୍ୟକ୍ତିତ୍ୱ ତାଙ୍କ ମୋଟ୍‌ ଉଚ୍ଚତା ତୁଳନାରେ ତାଙ୍କ ଗୋଡ଼ ଲମ୍ବ ଅଧିକ ଥିବାରୁ ବୃଦ୍ଧି ପାଏ। ପୁରୁଷ ଏବଂ ମହିଳା ଉଭୟ ଆକର୍ଷଣୀୟ,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ମେଟ୍ରୋ ପ୍ରକଳ୍ପରୁ ନେଇ ଭାରତର ସଂଗ୍ରହାଳୟ ପର୍ଯ୍ୟନ୍ତ, ଜାଣନ୍ତୁ କ୍ୟାବିନେଟର ୫ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର (ନଭେମ୍ୱର ୧୧, ୨୦୨୬) ଦିନ କେନ୍ଦ୍ର କ୍ୟାବିନେଟର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବାତ୍ୟା ଅର୍ଣ୍ଣବ: ଗଞ୍ଜାମ-ଗଜପତି-କନ୍ଧମାଳ ପାଇଁ ଘୋଷଣା ହେଲା ରିଲିଫ, ୫୦ କେଜି ଚାଉଳ ସାଙ୍ଗକୁ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର,୧୧ା୧୧: ବାତ୍ୟା ଅର୍ଣ୍ଣବ ପ୍ରଭାବରେ କ୍ଷତିଗ୍ରସ୍ତ ପରିବାର ପାଇଁ ରିଲିଫ ଘୋଷଣା କରାଯାଇଛି । ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବରୁ ସହାୟତା ଘୋଷଣା କରିଥିବା ବେଳେ…

ମଙ୍ଗଳଙ୍କ ସିଂହ ରାଶିରେ ଗୋଚର: ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ବଡ଼ ଚାକିରି ଅଫର୍‌ରେ ବଦଳିବ ଭାଗ୍ୟ!

ଗୁରୁବାର, ନଭେମ୍ୱର ୧୨, ୨୦୨୬ ରେ ମଙ୍ଗଳ ଗ୍ରହ ତାଙ୍କର ମିତ୍ର ସୂର୍ଯ୍ୟଙ୍କ ରାଶି ସିଂହରେ ଗୋଚର କରିବାକୁ ଯାଉଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ ଗ୍ରହମାନଙ୍କର ସେନାପତି…

ଏକ୍ସରେ ଭିଡିଓ ବନାଇ ରୋଜଗାର କରନ୍ତୁ ମୋଟା ଅଙ୍କର ଟଙ୍କା! କମ୍ପାନୀ ଆଣିଲା ଜବରଦସ୍ତ ଫିଚର୍‌, ଜାଣନ୍ତୁ କିପରି କରିବ କାମ

ନୂଆଦିଲ୍ଲୀ,୧୧।୧୧: ସୋସିଆଲ ମିଡିଆରେ ବଡ଼ ଭିଡିଓର ଛୋଟ ଛୋଟ କ୍ଲିପ ପ୍ରସ୍ତୁତ କରି ସେୟାର କରିବାର ଧାରା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହାଦ୍ୱାରା କେବଳ ଭିଡିଓକୁ…

IPL ୨୦୨୭ ପୂର୍ବରୁ ବଡ଼ ହଲଚଲ୍‌! ୧୦ ଖେଳାଳିଙ୍କ ଦଳ ପରିବର୍ତ୍ତନ, ଜାଣନ୍ତୁ କିଏ କେଉଁ ଟିମ୍‌କୁ ଗଲେ

ନୂଆଦିଲ୍ଲୀ,୧୧।୧୧: IPL ୨୦୨୭ ସିଜିନ୍‌ ପୂର୍ବରୁ ଖେଳାଳିଙ୍କ ଟ୍ରେଡ୍‌କୁ ନେଇ କ୍ରିକେଟ୍‌ ଜଗତରେ ବଡ଼ ହଲଚଲ୍‌ । ଏଥର ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ ଦୁଇଟି ଦଳର ଅଧିନାୟକ…

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ଗୁଳିମାଡ଼ରେ ୩ CRPF ଯବାନ…

ନୂଆଦିଲ୍ଲୀ, ୧୧।୧୧: ଜମ୍ମୁ-କଶ୍ମୀରର କୁଲଗାମ ଜିଲାରେ CRPF ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ବାଇକ୍‌ରେ ଆସିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ରେ ୩ ଜଣ CRPF ଯବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?