୫୦ ଦେଶ ମିଳିତ ଭାବେ ୟୁକ୍ରେନର ବାୟୁସେନାକୁ କରିବେ ସୁଦୃଢ଼

ବ୍ରୁସଲେସ୍‌,୧୨ା୧୦: ବେଲଜିୟମର ରାଜଧାନୀ ବ୍ରୁସଲେସ୍‌ରେ ୫୦ରୁ ଅଧିକ ଦେଶର ପ୍ରତିନିଧିମାନେ ୟୁକ୍ରେନର ବାୟୁ ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଆବଶ୍ୟକ ନିଷ୍ପତ୍ତି ନେବେ। ବୁଧବାର ଅନୁଷ୍ଠିତ ଏକ ସମାବେଶରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ ୟୁକ୍ରେନ ଯୁଦ୍ଧର ସଦ୍ୟତମ ପରିସ୍ଥିତି ଉପରେ ବିଚାର କରିଛନ୍ତି। ସୋମବାର ୟୁକ୍ରେନ ଉପରେ ରୁଷିଆର ଭୟଙ୍କର ଆକ୍ରମଣ ପରେ ଏହି ବୈଠକ ଆୟୋଜନ କରାଯାଇଛି।

ସୋମବାର ହୋଇଥିବା ଆକ୍ରମଣରେ ରୁଷିଆ ୟୁକ୍ରେନର ୧୦ଟି ସହରରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କରି ୨୬ ଜଣଙ୍କର ମୃତ୍ୟୁ ଘଟିଥିଲା। ଅନେକ ଲୋକ ଆହତ ହୋଇଥିଲେକ୍ରମଣରେ ୟୁକ୍ରେନର ଭିତ୍ତିଭୂମି ମଧ୍ୟ ବହୁ କ୍ଷତିଗ୍ରସ୍ତ ହୋଇଛି। ବୁଧବାର ତୃତୀୟ ଦିନ ପାଇଁ, କ୍ୱିଭ୍‌ ସମେତ ୟୁକ୍ରେନ ସହର ଉପରେ ଏୟାର ଷ୍ଟ୍ରାଇକ୍‌ ବିଷୟରେ ସାଇରନ ଚେତାବନୀ ମଧ୍ୟବର୍ତ୍ତୀ ସମୟରେ ଶୁଣାଗଲା ଏବଂ ଭୟଭୀତ ଲୋକମାନେ ପଳାଇ ବଙ୍କରରେ ଲୁଚି ରହିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri