Posted inଜାତୀୟ

ଦେଶରେ ୫୦ କୋଟି ସାଇବର ଆକ୍ରମଣ ରୋକାଯାଇଛି

ନୂଆଦିଲ୍ଲୀ, ୧୧ା୫ : ୨୦୨୩ ପ୍ରଥମ ତ୍ରୈମାସିକରେ ବିଶ୍ୱରେ ୧୦୦ କୋଟି ସାଇବର ଆକ୍ରମଣ ମଧ୍ୟରୁ ଭାରତରେ ୫୦ କୋଟିରୁ ଊର୍ଦ୍ଧ୍ୱ ଆକ୍ରମଣକୁ ରୋକାଯାଇପାରିଛି। ଗତବର୍ଷ ଚତୁର୍ଥ ତ୍ରୈମାସିକରେ ବିଶ୍ୱରେ ୮୨.୯ କୋଟି ସାଇବର ଆକ୍ରମଣ ହୋଇଥିଲା ବେଳେ ଚଳିତବର୍ଷ ପ୍ରଥମ ତ୍ରୈମାସିକରେ ଏହା ୧ ବିଲିୟନକୁ ବୃଦ୍ଧି ପାଇଥିବା ଏକ ନୂଆ ରିପୋର୍ଟରୁ ଜଣାପଡ଼ିଛି। ଆପ୍ଲିକେଶନ ସିକ୍ୟୁରିଟି ସାସ୍‌ ଫାର୍ମ ଇଣ୍ଡୁସ୍‌ଫେସ୍‌ ଅନୁଯାୟୀ ଶିଳ୍ପ ସେକ୍ଟର ତୁଳନାରେ ବ୍ୟାଙ୍କିଙ୍ଗ, ଫାଇନାନ୍ସିଆଲ ସର୍ଭିସ ଏବଂ ବୀମା (ବିଏଫ୍‌ଏସ୍‌ଆଇ) ସେକ୍ଟର ଆପ୍ଲିକେଶନ ପ୍ରତି ୩୮ ପ୍ରତିଶତ ଅଧିକ ଆକ୍ରମଣର ସମ୍ମୁଖୀନ ହୋଇଛି। ଏହି ସମୟରେ ଶିଳ୍ପ ସେକ୍ଟରରେ ଓ୍ବେବ୍‌ସାଇଟ୍‌ ପିଛା ୯,୭୩,୦୦୦ ସାଇବର ଆକ୍ରମଣ ହୋଇଛି। ବିଏଫ୍‌ଏସ୍‌ଆଇ ଏବଂ ସ୍ବାସ୍ଥ୍ୟସେବା ସେକ୍ଟରର ବ୍ୟକ୍ତିଗତ ପରିଚୟଯୋଗ୍ୟ ତଥ୍ୟ (ପିଆଇଆଇ) ଉପରେ ସାଇବର ଆକ୍ରମଣକାରୀ ଅଧିକ ଆଗ୍ରହ ରଖୁଛନ୍ତି। ଶିଳ୍ପ ଓ ଉତ୍ପାଦନ ସେକ୍ଟର ଡିଡିଓଏସ୍‌ ଆକ୍ରମଣ ଦ୍ୱାରା ଅଧିକ ଟାର୍ଗେଟର ସମ୍ମୁଖୀନ ହେଉଥିବା ଇଣ୍ଡୁସ୍‌ଫେସ୍‌ ସିଇଓ ଆଶିଷ ଟଣ୍ଡନ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?