Posted inଜାତୀୟ

ସାହିନ ବାଗରୁ ୪୦୦କୋଟିର ହେରୋଇନ୍‌ ଜବତ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ସ୍ଥିତ ସାହିନ ବାଗ ଅଞ୍ଚଳରୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି)କୁ ଏକ ବଡ଼ ସଫଳତା ମିଳିଛି। ସାହିନ ବାଗର ଜାମିଆ ଅଞ୍ଚଳରେ ଏନ୍‌ସିବି ଟିମ୍‌ ଚଢ଼ାଉ କରି ୫୦କିଲୋ ହେରୋଇନ୍‌ ଓ ୪୭ କିଲୋ ଅନ୍ୟ ଡ୍ରଗ୍ସ ଜବତ କରିଛି। ଜବତ କରିଥିବା ହେରୋଇନ୍‌ର ମୂଲ୍ୟ ପ୍ରାୟ ୪ଶହ କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି। ଏଥିସହ ନଗଦ ୩୦ଲକ୍ଷ ଟଙ୍କା ଓ ଟଙ୍କା ଗଣିବା ମେଶିନ ମଧ୍ୟ ଜବତ କରାଯାଇଛି। ଏହି ଘଟଣାରେ ଏନ୍‌ସିବି ଜଣଙ୍କୁ ଗିରଫ କରି ଅଧିକ ତଦନ୍ତ ଚଳାଇଛି ବୋଲି ଦିଲ୍ଲୀର ଡିଡିଜି ଜ୍ଞାନେଶ୍ୱର ସିଂହ ସୂଚନା ଦେଇଛନ୍ତି। ସୂଚନା ମୁତାବକ, ଆଫଗାନିସ୍ତାନରୁ ଦିଲ୍ଲୀକୁ ଏହି ହେରୋଇନ୍‌ ଆସିଥିବା ନେଇ ଏନ୍‌ସିବିକୁ ଖବର ମିଳିଥିଲା। ଏହାପରେ ଗୁରୁବାର ଏନ୍‌ସିବି ଟିମ୍‌ ଜାମିଆ ଅଞ୍ଚଳରେ ଚଢ଼ାଉ କରିଥିଲା। ତେବେ ଏହି ଅପରାଧର ଚେର ଉତ୍ତରପ୍ରଦେଶ, ପଞ୍ଜାବ ଓ ଦିଲ୍ଲୀ ପର୍ଯ୍ୟନ୍ତ ଲମ୍ବିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri