ପିପିଲି ତରାକାଜ ଛକରୁ ୫୦ ଲକ୍ଷ ଟଙ୍କା ଜବତ, ୨ ଅଟକ

ଭୁବନେଶ୍ୱର, ୫।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଏବେ ରାଜନୈତିକ ପାଣିପାଗ ସରଗରମ ହୋଇଛି । ଏହି ପରିପ୍ରେକ୍ଷୀରେ ସୋମବାର ପିପିଲି ତରାକାଜ ଛକରୁ ପଲସରରେ ଯାଉଥିବା ୨ ବାଇକ ଆରୋହୀଙ୍କ ଠାରୁ ପୋଲିସ ୫୦ ଲକ୍ଷ ଟଙ୍କା ଜବତ କରିଛି । ପୋଲିସ ରୁଟିଂ ଚେକିଂ କରୁଥିବାବେଳେ ସମ୍ପୃକ୍ତ ୨ ଯୁବକଙ୍କୁ ଅଟକାଇ ଯାଞ୍ଚ କରିଥିଲା । ପରେ ସେମାନଙ୍କ ଠାରୁ ୫୦ ଲକ୍ଷ ଟଙ୍କା ଜବତ କରିଥିଲା । ଉଭୟ ଯୁବକ ବଳଙ୍ଗା ଅଞ୍ଚଳର ବୋଲି ଜଣାପଡ଼ିଛି। ତେବେ ଟଙ୍କା କେଉଁଠୁ ଆସିଥିଲା ଓ କୁଆଡ଼େ ଯାଉଥିଲା ସେ ନେଇ ସ୍ପଷ୍ଟ ହୋଇନାହିଁ । ପୋଲିସ ସମ୍ପୃକ୍ତ ଦୁଇ ଜଣଙ୍କୁ ଅଟକରଖି ଏବାବଦରେ ପଚରାଉଚୁରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri