୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଜୟପୁର,୧୬ା୯(ଡି.ଏନ୍‌.ଏ.): ଜୟପୁର ସଦର ଥାନା ପୋଲିସ ପକ୍ଷରୁ ଆମ୍ବଗୁଡ଼ା ଗ୍ରାମରେ ଚଢ଼ାଉ କରାଯାଇ ୭ କୁଇଣ୍ଟାଲ ୨୮ କି.ଗ୍ରା ୬୦୦ ଗ୍ରାମ ଗଞ୍ଜେଇ ଜବତ ଏବଂ ଗୋଟିଏ ଟ୍ରକ, କାର୍‌, ୪ଟି ବାଇକ ଜବତ କରାଯାଇଛି। ଏହି ମାମଲାରେ ଉତ୍ତରପ୍ରଦେଶର ୨ ଜଣ ଏବଂ କୋରାପୁଟ ଜିଲା ପାଡୁଆ ଥାନା ଅଞ୍ଚଳର ଜଣେ ମୋଟ୍‌ ୩ ଜଣଙ୍କୁ ଗିରଫ କରାଯାଇଛି। ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ ୫୦ ଲକ୍ଷ ଟଙ୍କାର ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ଜିରୋ ନାଇଟ୍‌ ସେଲିବ୍ରେଶନ୍‌: ରାତି ୧୨ଟା ପରେ ମ୍ୟୁଜିକ ମନା

ଭୁବନେଶ୍ୱର,୩୦।୧୨: ନୂଆବର୍ଷ ପାଳନ ପାଇଁ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri