୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଜୟପୁର,୧୬ା୯(ଡି.ଏନ୍‌.ଏ.): ଜୟପୁର ସଦର ଥାନା ପୋଲିସ ପକ୍ଷରୁ ଆମ୍ବଗୁଡ଼ା ଗ୍ରାମରେ ଚଢ଼ାଉ କରାଯାଇ ୭ କୁଇଣ୍ଟାଲ ୨୮ କି.ଗ୍ରା ୬୦୦ ଗ୍ରାମ ଗଞ୍ଜେଇ ଜବତ ଏବଂ ଗୋଟିଏ ଟ୍ରକ, କାର୍‌, ୪ଟି ବାଇକ ଜବତ କରାଯାଇଛି। ଏହି ମାମଲାରେ ଉତ୍ତରପ୍ରଦେଶର ୨ ଜଣ ଏବଂ କୋରାପୁଟ ଜିଲା ପାଡୁଆ ଥାନା ଅଞ୍ଚଳର ଜଣେ ମୋଟ୍‌ ୩ ଜଣଙ୍କୁ ଗିରଫ କରାଯାଇଛି। ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ ୫୦ ଲକ୍ଷ ଟଙ୍କାର ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନତା କର୍ଫ୍ୟୁକୁ ସମ୍ମାନ ଦେଲେ ବାଲେଶ୍ୱର ସହରବାସୀ

ବାଲେଶ୍ୱର ଅଫିସ,୨୨।୩: କରୋନା ଭୂତାଣୁ୍ର ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ କ୍ରମେ ରବିବାର ପାଳିତ ହେଉଥିବା ଜନତା କର୍ଫ୍ୟୁକୁ ସହରବାସୀଙ୍କ ସମର୍ଥନ କରିଛନ୍ତି। ଅଞ୍ଚଳରେ...

ଗୁରୁତର ସିଂହୀ ସୁପ୍ରିୟାର ମୃତ୍ୟୁ

ବାରଙ୍ଗ,୩୦ା୯(ଡି.ଏନ୍‌.ଏ.):ପ୍ରାଣୀ ଉଦ୍ୟାନ ନନ୍ଦନକାନନର ସିଂହ ସଫାରିରେ ଗୁରୁତର ହୋଇ ଚିକିତ୍ସା ହେଉଥିବା ସିଂହୀ ସୁପ୍ରିୟାର ମଙ୍ଗଳବାର ମୃତ୍ୟୁ ଘଟିଛି। ୨୬ବର୍ଷୀୟ ଏହି ସିଂହୀଟି ଗତ କିଛିଦିନ...

୧୯ ବର୍ଷରୁ କମ୍‌ କ୍ରିକେଟ ଦଳରେ ମାଲକାନଗିରିର ବିଟୁ ସାମିଲ

ମାଲକାନଗିରି,୨୫ା୧୨ (ସ.ପ୍ର.): ମାଲକାନଗିରି ଜିଲାର ବିଟୁ ଶାହା ଓଡିଶା କ୍ରିକେଟ ଦଳରେ ସାମିଲ ହୋଇଛନ୍ତି। ୧୯ ବର୍ଷରୁ କମ୍‌ ଓଡିଶା କ୍ରିକେଟ ଦଳରେ ସେ ସ୍ଥାନ...

ମଧ୍ୟାହ୍ନଭୋଜନ ପ୍ରସ୍ତୁତ କେନ୍ଦ୍ର ଉଦ୍‌ଘାଟିତ

ବାଲେଶ୍ୱର ଅଫିସ, ୧୬।୧୦-ବାଲେଶ୍ୱର ସେରଗଡ଼ସ୍ଥିତ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କେନ୍ଦ୍ରକୁ ମଙ୍ଗଳବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଉଦ୍‌ଘାଟନ କରିଛନ୍ତି। ପୌରାଞ୍ଚଳର ୫୨ଟି ସ୍କୁଲରେ ପଢୁଥିବା ୮,୨୦୦...

ଧାନ ମଣ୍ଡିରୁ ମିଳିଲା ଯୁବକଙ୍କ ମୃତଦେହ

ଜୁନାଗଡ଼,୪।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚାରବାହାଲ ମଣ୍ଡିରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ସ୍ଥାନୀୟ ପୋଲିସ ଜବତ କରିଛି। ସେ ହେଲେ ମାଲପଡାର ସୁବ୍ରତ...

ବାଲିଗୁଡ଼ା ପୋଲିସର ଅବକାରୀ ଧରପଗଡ଼:  ୫ ମଦବେପାରୀ, ୪ ନିଶାସକ୍ତ ଚାଳକ ଗିରଫ

ବାଲିଗୁଡା,୫ା୧୨(ଡି.ଏନ୍‌.ଏ.)-ବାଲିଗୁଡା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ବେଆଇନ ମହୁଲି ମଦ କାରବାର କରୁଥିବା ୫ ଜଣକୁ ଗିରଫ କରିବା ସହ ୪ ନିଶାସକ୍ତ ଗାଡି...

ଦବୁଛି ରାସ୍ତା, ପ୍ରଶାସନର ନିଘା ନାହିଁ

ଆରଡ଼ି, ୧୦ା୩ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସାଠିବାଙ୍କୁଡ଼ା ଓ ବୋଡ଼କର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନଂ. ଜାତୀୟ ରାଜପଥରେ ମାସକ ତଳେ ପ୍ରାୟ ୫୦...

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା କଲେ ସ୍ବାମୀ

ଲୋଇସିଂହା,୨୭।୩: ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସଂସା ଗାଁରେ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣଙ୍କ...

Advertisement
Archives

Model This Week