କ୍ୟାପ୍ଟିଭ୍‌ ବ୍ଲକରୁ ୫୦% କୋଇଲା ବିକ୍ରିକୁ ମିଳିପାରେ ଅନୁମତି

ନୂଆଦିଲ୍ଲୀ,୨୨।୨:  ଦେଶ ମଧ୍ୟରେ ରହିଥିବା ବିଭିନ୍ନ କ୍ୟାପ୍ଟିଭ ବ୍ଲକଗୁଡିକରୁ ୫୦% କୋଇଲା ବିକ୍ରିକୁ କେନ୍ଦ୍ର ସରକାର ଅନୁମତି ଦେଇପାରନ୍ତି। ଏ ନେଇ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ଘରୋଇ ବଜାରରେ କୋଇଲାର ଉପଲବ୍ଧତା ବୃଦ୍ଧି ଏବଂ ଉତ୍ପାଦନକୁ ବଢାଇବା ଲାଗି କେନ୍ଦ୍ର ଏଭଳି ଏକ ପଦକ୍ଷେପ ନେଇପାରେ ବୋଲି କୁହାଯାଉଛି। ଏ ପ୍ରସ୍ତାବ ସମ୍ପର୍କରେ କୋଇଲା ଗଚ୍ଛିତ ହୋଇ ରହିଥିବା ରାଜ୍ୟ ଏବଂ ସାଧାରଣ ଜନତାଙ୍କ ମତାମତ ଲୋଡାଯାଇଛି। ସେହିଭଳି ଖଣି ମନ୍ତ୍ରଣାଳୟ ପକ୍ଷରୁ ମଧ୍ୟ ରାଜ୍ୟଗୁଡିକର ମତାମତ ନିଆଯାଉଥିବା ଜଣାପଡିଛି। ଯୋଜନାକୁ ରୂପରେଖ ପ୍ରଦାନ କରିବା ଲାଗି ଏମ୍‌ଏମ୍‌ଡିଆର୍‌ ଆଇନରେ ପରିବର୍ତ୍ତନ ଆଣିବା ଲାଗି ଯୋଜନା ରଖାଯାଇଛି।
ସୂଚନାଯୋଗ୍ୟ, ବର୍ଷକୁ ବର୍ଷ ଭାରତରେ କୋଇଲା ଆମଦାନୀ ବୃଦ୍ଧି ପାଉଛି। ୨୦୧୫-୧୬ରେ ଆମଦାନୀ ୨୦୩.୯୫ ନିୟୁତ ଟନ୍‌ ରହିଥିବା ବେଳେ ୨୦୧୯-୨୦ରେ ଏହା ୨୪୮.୫୪ ନିୟୁତ ଟନ୍‌ ଛୁଇଁଛି। ଏଥି ଲାଗି ଭାରତକୁ ୧.୫୮ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡୁଛି। ସରକାରଙ୍କ ଆତ୍ମନିର୍ଭର ଭାରତ ଯୋଜନା ଅଧୀନରେ ଦେଶର କୋର୍‌ ସେକ୍ଟର ଶିଳ୍ପ ଲାଗି କୋଇଲା ଏକ ପ୍ରମୁଖ ଇନ୍‌ପୁଟ ଭାବେ କାର୍ଯ୍ୟ କରୁଛି। କୋଇଲା ଉତ୍ତୋଳନ ବଢିଲେ ଆମଦାନୀ କମ୍‌ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri