ଅନୁଗୋଳରେ ୫୦ ପ୍ରତିଶତ ଉପସ୍ଥାନ

ଅନୁଗୋଳ ଅଫିସ, ୧୬।୧୧- ଅନୁଗୋଳ ଜିଲାରେ ସୋମବାର ୬ଷ୍ଠ ଓ ୭ମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଥିବାରୁ ପ୍ରଥମ ଦିନରେ ୫୦ ପ୍ରତିଶତ ଉପସ୍ଥାନ ଦେଖିବାକୁ ମିଳିଛି। ଦୀର୍ଘ ଦିନ ପରେ ବିଦ୍ୟାଳୟ ଖୋଲୁଥିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ଛାତ୍ରୀଛାତ୍ରମାନେ ସ୍କୁଲରେ ପହଞ୍ଚିବା ପରେ କରୋନା ସମ୍ପର୍କରେ ସେମାନଙ୍କୁ ପ୍ରଥମେ ଅବଗତ କରାଯାଇଥିଲା। ଗ୍ରୁପ୍‌ରେ ବିଭାଜନ କରି କରୋନା ନିୟମ ଅନୁଯାୟୀ ସାମାଜିକ ଦୂରତ୍ୱ ସହ ସାବୁନ୍‌ରେ ହାତ ଧୋଇବା ଓ ସାନିଟାଇଜର, ମାସ୍କ ବ୍ୟବହାର କରିବାକୁ ବୁଝାଯାଇଥିଲା। ପ୍ରଥମେ ଓରିଏଷ୍ଟେଶନ୍‌ କ୍ଲାସ କରାଯାଇଥିବା ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଏଥିସହ ପୂର୍ବପାଠର ମଧ୍ୟ ପୁନରାବୃତ୍ତି କରାଯିବ। ଏହାପରେ ପିଲାଙ୍କୁ ମୁଖ୍ୟ ପାଠ୍ୟକ୍ରମ ପଢ଼ାଯିବ ବୋଲି ବିଦ୍ୟାଳୟ ଗୁଡ଼ିକ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…

ତପ୍ତପାଣି ଘାଟିରେ ଓଲଟିଲା କାର: ମରଣ ମୁହଁରୁ ବର୍ତ୍ତିଗଲେ ଶିକ୍ଷୟିତ୍ରୀ       

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ରାସ୍ତାର ବେଲଗଡ ଗ୍ରାମ ନିକଟ ବୁଲାଣିରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢେ…

ସୁଜାତାଙ୍କ ବିଜେଡିରେ ଏଣ୍ଟ୍ରି ନେଇ ଚର୍ଚ୍ଚା: ଉଡ଼ା ଖବର କହି ଉଡେଇ ଦେଲେ ବଦ୍ରି

ଭୁବନେଶ୍ୱର, ୯।୬: ବିଜୁ ଜନତା ଦଳ (ବିଜେଡି)ରେ ସୁଜାତା ଆର୍‌. ପାଣ୍ଡିଆନଙ୍କ ଯୋଗଦାନ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ଦଳର ବରିଷ୍ଠ ନେତା ବଦ୍ରି ନାରାୟଣ ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri