୫୦ ପ୍ରତିଶତ କର୍ମଚାରୀରେ ଚାଲିବ ହାଇକୋର୍ଟ ଅଫିସ୍‌

କଟକ ଅଫିସ,୩ା୭: ହାଇକୋର୍ଟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ରୋଷ୍ଟର ବ୍ୟବସ୍ଥା ବ୍ୟବସ୍ଥା ଅନୁଯାୟୀ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ରେଜିଷ୍ଟ୍ରାର ଜୁଡିସିଆଲଙ୍କ ପକ୍ଷରୁ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି। ତେବେ କେଉଁ କର୍ମଚାରୀ କେଉଁ ଦିନ କାର୍ଯ୍ୟରେ ଯୋଗଦେବେ, ସେନେଇ ସେକ୍ସନର ଅଧୀକ୍ଷକମାନେ ନିଷ୍ପତ୍ତି ନେବେ। ଯେଉଁ କର୍ମଚାରୀ କାର୍ଯ୍ୟରେ ଯୋଗ ଦେବେନାହିଁ, ସେମାନେ ସର୍ବଦା ସଜାଗ ରହିବେ। ମୋବାଇଲ୍‌ରେ ସେମାନଙ୍କୁ ଯୋଗାଯୋଗ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଘର ଭିତରକୁ ଗଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୬ା୧: ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ପାରିବାରିକ ବିବାଦର ଅନ୍ତ ଘଟିଛି। ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତପସ୍ବିନୀ ଗୁରୁବାର ରାତିରେ ଶାଶୁଘରେ ପ୍ରବେଶ...

ଦିଗହରା ହେଉଛି ଖଣ୍ଡପଡ଼ାର ବିକାଶ

ଖଣ୍ଡପଡ଼ା,୩୦ା୩(ସ୍ବ.ପ୍ର.): ଦୀର୍ଘଦିନ ପରେ ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି। ଏଥିପାଇଁ...

ଭଦ୍ରକରେ ୨୦୯୯ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ୯୨ ପଜିଟିଭ୍‌ ସମସ୍ତେ ସ୍ଥାନୀୟ ସଂକ୍ରମଣ

ଭଦ୍ରକ ଅଫିସ,୨୩ା୮: ଭଦ୍ରକ ଜିଲାରେ ରବିବାର ୯୨ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୯ ଛୁଇଁଛି।...

ରାତିଅଧିଆ ଢାବା-ହୋଟେଲରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ବିଦେଶୀ ମଦ ଜବତ

ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଜିଲା ପୋଲିସ ଏବଂ ପ୍ରଶାସନ ତରଫରୁ ଗୁରୁବାର ରାତିରେ ଜିଲାର ବିଭିନ୍ନ ଢାବା ଓ ହୋଟେଲରେ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କା...

ଗଜପତିରେ ପୁଣି ୧୦ କରୋନା ପଜିଟିଭ

ପାରଳାଖେମୁଣ୍ଡି, ୬ା୬ (ସ୍ବ.ପ୍ର.) – ଗଜପତି ଜିଲାରେ ପୁଣି ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ା ଏହି ସଂଖ୍ୟା ଶନିବାର ୬୧ରେ ପହଞ୍ଚିଛି ା...

ବାଲିଗୁଡ଼ା ବସଷ୍ଟାଣ୍ଡରୁ ୧୯ ଯୁବତୀଯୁବକ ଉଦ୍ଧାର: ଜଣେ ଦଲାଲ ଗିରଫ

ବାଲିଗୁଡ଼ା,୨୨।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ବସଷ୍ଟାଣ୍ଡରୁ ୧୯ ଯୁବତୀଯୁବକଙ୍କୁ ଚାଲାଣ ବେଳେ ବାଲିଗୁଡ଼ା ପୋଲିସ ସେମାନଙ୍କୁ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ଜଣେ ଦଲାଲଙ୍କୁ ଗିରଫ...

ଘର ଆଗରେ ଫାଷ୍ଟଫୁଡ ଦୋକାନ: ପଛରେ ଚାଲିଥିଲା ଚୋରା ମଦ କାରବାର

ଦାରିଙ୍ଗବାଡ଼ି,୪।୫(ଡି.ଏନ୍‌.ଏ.): ଘର ଆଗରେ ଫାଷ୍ଟଫୁଡ ଦୋକାନ ପଛରେ ଚୋରା ଦେଶୀ ମଦକାରବାର। ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ଅଞ୍ଚଳ ବାଲାପାଙ୍ଗା...

ଚିଲିକାରୁ ଚୋରି ହେଉଛି ପାଣି

ଖୋର୍ଦ୍ଧା ଅଫିସ,୨୨।୬: ଏସିଆ ମହାଦେଶର ବୃହତ୍ତମ ଲୁଣା ହ୍ରଦ ‘ଚିଲିକା’ରୁ ପାଣି ଚୋରି ହେଉଛି। ଚିଲିକାକୁ ଲାଗି ରହିଥିବା ଶତାଧିକ ଏକର ଜମିକୁ କେତେକ ମାଫିଆ...

Advertisement
Archives

Model This Week