ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଦାବି ଭାରତରେ ୫୦ ପ୍ରତିଶତ ନେଇଛନ୍ତି କରୋନା ଟିକାର ଦ୍ୱିତୀୟ ଡୋଜ

ନୂଆଦିଲ୍ଲୀ,୫ ।୧୨: କରୋନା ଲଢେଇରେ ଭାରତ ଆଉ ଏକ ଉପଲବ୍ଧି ନିଜ ନାଁରେ କରିଥିବା ଦାବି କରିଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ ରବିବାର କହିଛନ୍ତି ଦେଶରେ ୫୦ ପ୍ରତିଶତ ଲୋକ କରୋନା ଭ୍ୟାକ୍ସିନର ଦ୍ୱିତୀୟ ଡୋଜ ନେଇ ସାରିଛନ୍ତି । ଏହା ଆମ ସମସ୍ତଙ୍କ ପାଇଁ ଗର୍ବର ବିଷୟ । ଏହାପରେ ମୋଟ ଟିକାକରଣର ସଂଖ୍ୟା ୧,୨୭,୬୧,୮୩,୦୬୫ ହୋଇଛି । ସୂଚନାଯୋଗ୍ୟ, ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା ଓମିକ୍ରମ ସଂକ୍ରମଣ ଏବେ ଭାରତରେ ପହଞ୍ଚି ଯାଇଛି । ଏହାର ମୁକାବିଲା କରିବାକୁ ଟିକା ଏକ ଉପାୟ ବୋଲି କୁହାଯାଉଛି । ତେଣୁ ଏବେ କରୋନା ଟିକାକରଣକୁ ବେଶୀ ଗୁରୁତ୍ୱ ଦିଆଯାଉଛି । ଅନ୍ୟ ଭାରିଏଣ୍ଟ ଅପେକ୍ଷା ଓମିକ୍ରନ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଏଥିପ୍ରତି ସତର୍କ ରହିବା ଜରୁରୀ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?