୫୦ କୁଇଣ୍ଟାଲର ଇଲା ମାଛ

ଚାନ୍ଦବାଲି,୨୧।୧୦(ଡି.ଏନ.ଏ.):ଭଦ୍ରକ ଜିଲା ଧାମରା ମାଛଧରା ଜେଟିରେ ଶନିବାର ପ୍ରାୟ ୫୦ କୁଇଣ୍ଟାଲ ‘ଇଲା’ ମାଛ ଧରାଯାଇଛି। ଏହି ମାଛ ଦେଖିବାକୁ ଇଲଶି ପରି। ଏହାର ସ୍ଥାନୀୟ ନାମ ଚନ୍ଦନୀ ବୋଲି ଜଣାଯାଇଛି। ଆକାରରେ ଛୋଟ ହୋଇଥିବା ବେଳେ ଗୋଟିଏ ମାଛର ଓଜନ ୨ଶହରୁ ୩ଶହ ଗ୍ରାମ୍‌ ହେବ। କିଲୋ ପ୍ରତି ଦାମ୍‌ ୭୦ରୁ ୧୦୦ ଟଙ୍କା। ଏହି ମାଛକୁ ପଶ୍ଚିମବଙ୍ଗର ଦୀଘା ମାଛ ବଜାରକୁ ପଠାଯାଇଛି।
ପ୍ରକାଶ ଯେ, କରଣପଲ୍ଲୀ ନିବାସୀ ବିକି ମଣ୍ଡଳ ଆଇଏନ୍‌ଡି ଓଆର୍‌ ଜିରୋ ୱାନ୍‌ ଏମ୍‌ଏମ୍‌-୫୪୪ ମା’ ଶୀତଳା-୩୪ ନାମକ ଗିଲେନେଟ୍‌ ବୋଟ୍‌ ନେଇ ଧାମରାଠାରୁ ପ୍ରାୟ ୬୦ କି.ମି. ଦୂର ଗଭୀର ସମୁଦ୍ରରେ ଜାଲରେ ମାଛ ଧରୁଥିଲେ। ଏହି ମାଛ ତାଙ୍କ ଜାଲରେ ପଡ଼ିଥିଲା। ଏତେ ପରିମାଣର ଥିବାରୁ ସ୍ଥଳଭାଗକୁ ଆଣିବା ସହଜ ନ ଥିଲା। ଫଳରେ ଜାଲର କିଛି ଅଂଶ କାଟି ବାକିତକ ମାଛକୁ ଧରି ମତ୍ସ୍ୟଜୀବୀମାନେ ଧାମରା ମାଛଧରା ଜେଟିକୁ ଫେରିଥିଲେ। ତେବେ ମାଛର ବଜାର ମୂଲ୍ୟ କମ୍‌ ଥିବାରୁ ବୋଟ୍‌ ମାଲିକ ଏହି ମାଛ ବିକ୍ରିରେ ସେତେ ଲାଭବାନ ହୋଇପାରିବେ ନାହିଁ ବୋଲି ସ୍ଥାନୀୟ ମତ୍ସ୍ୟଜୀବୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri