୫୦% ଟପିବନି ଜାତିଭିତ୍ତିକ ସଂରକ୍ଷଣ, SEBC ବର୍ଗଙ୍କ ପାଇଁ ରହିଛି…

ଭୁବନେଶ୍ୱର,୧୫ା୫: ସାମାଜିକ ଓ ଆର୍ଥିକ ଅନଗ୍ରସର (SEBC) ପାଇଁ ସଂରକ୍ଷଣ ପ୍ରସଙ୍ଗ ନେଇ ସ୍ପଷ୍ଟ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କାଲିର କ୍ୟାବିନେଟ୍‌ ନିଷ୍ପତ୍ତି ନେଇ ମନ୍ତ୍ରୀ ଏହି ଦ୍ବନ୍ଦ୍ବ ଦୂର କରିଛନ୍ତି।

ଜାତିଭିତ୍ତିକ ସଂରକ୍ଷଣ ୫୦% ଟପିବନି ବୋଲି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏଥିପାଇଁ SEBC ବର୍ଗଙ୍କ ନାମଲେଖା ନେଇ ୧୧.୨୫% ସଂରକ୍ଷଣ କରାଯାଇଛି। ପୂର୍ବରୁ SC/ST ବର୍ଗଙ୍କ ପାଇଁ ୩୮.୭୫% ସଂରକ୍ଷଣ ବ୍ୟବସ୍ଥା ରହିଛି। ସେହିପରି SEBC ସଂରକ୍ଷଣ ୧୧.୨୫% ମିଶିଲେ ଏହା ୫୦%ରେ ସୀମିତ ରହିବ। ଦିବ୍ୟାଙ୍ଗଙ୍କ ୬% ଓ ପୂର୍ବତନ ସେନାନୀଙ୍କ ପରିବାରକୁ ୧% ସଂରକ୍ଷଣ ଅଲଗା। କାରଣ ଏମାନଙ୍କୁ ଦିଆଯାଇଥିବା ସଂରକ୍ଷଣ ଜାତିଭିତ୍ତିକ ନୁହେଁ। ଏହା ସୁପ୍ରିମକୋର୍ଟ ଗାଇଡ୍‌ଲାଇନ୍‌ ଉଲ୍ଲଙ୍ଘନ କରୁ ନାହିଁ ବୋଲି ସୂର୍ଯ୍ୟବଂଶୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri