ପୁରୀରୁ ନବୀନ ନିବାସ ଅଭିମୁଖେ ୫୦ ସେବାୟତ

ପୁରୀ ଅଫିସ,୩।୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗ୍ରୀନ୍‌ ସିଗନାଲ ମିଳିବା ପରେ ସେବାୟତ ବେଶ ଉତ୍ସାହିତ ଥିବା କହିଛନ୍ତି। ଏ ନେଇ ୫୦ରୁ ଊଦ୍ଧର୍‌ବ ସେବାୟତ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ପୁରୀରୁ ଭୁବନେଶ୍ବର ବାହାରିଛନ୍ତି। ସେମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇବା ସହ ପ୍ରକଳ୍ପ କାର୍ଯ୍ୟ କିଭଳି ଦ୍ରୁତ ଗତିରେ ଚାଲିବ ସେ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ । ଆଗକୁ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନପୂର୍ଣ୍ଣିମା ଓ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଥିବାରୁ ଏହାର ପ୍ରସ୍ତୁତି ନେଇ ମଧ୍ୟ ଆଲୋଚନା ହେବ ବୋଲି ସେବାୟତମାନେ କହିଛନ୍ତି।
ସେବାୟତଙ୍କ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଓ ଜିଲାପାଳ ସମର୍ଥ ବର୍ମା ପୁରୀରୁ ନବୀନ ନିବାସ ଯିବା ପାଇଁ ସମସ୍ତ ବ୍ୟବସ୍ଥା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri