ପୁରୀରୁ ନବୀନ ନିବାସ ଅଭିମୁଖେ ୫୦ ସେବାୟତ

ପୁରୀ ଅଫିସ,୩।୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗ୍ରୀନ୍‌ ସିଗନାଲ ମିଳିବା ପରେ ସେବାୟତ ବେଶ ଉତ୍ସାହିତ ଥିବା କହିଛନ୍ତି। ଏ ନେଇ ୫୦ରୁ ଊଦ୍ଧର୍‌ବ ସେବାୟତ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ପୁରୀରୁ ଭୁବନେଶ୍ବର ବାହାରିଛନ୍ତି। ସେମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇବା ସହ ପ୍ରକଳ୍ପ କାର୍ଯ୍ୟ କିଭଳି ଦ୍ରୁତ ଗତିରେ ଚାଲିବ ସେ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ । ଆଗକୁ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନପୂର୍ଣ୍ଣିମା ଓ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଥିବାରୁ ଏହାର ପ୍ରସ୍ତୁତି ନେଇ ମଧ୍ୟ ଆଲୋଚନା ହେବ ବୋଲି ସେବାୟତମାନେ କହିଛନ୍ତି।
ସେବାୟତଙ୍କ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଓ ଜିଲାପାଳ ସମର୍ଥ ବର୍ମା ପୁରୀରୁ ନବୀନ ନିବାସ ଯିବା ପାଇଁ ସମସ୍ତ ବ୍ୟବସ୍ଥା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତଦାରଖ କରିବାକୁ ଆସୁନାହାନ୍ତି ଅଧିକାରୀ

ବାହାନଗା,୬।୧(ଡି.ଏନ.ଏ.)  ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଉପଡାକଘର ନୂତନ ଗୃହ ନିର୍ମାଣ ଦୀର୍ଘଦିନ ପରେ ନିଜସ୍ବ ଜମିରେ ଆରମ୍ଭ ହୋଇଛି। ନୂତନ ପକ୍କାଘର ତଦାରଖ କରିବା...

ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀ ପରିବହନ

ମାଲକାନଗିରି,୧୯।୪(ଡି.ଏନ.ଏ.): ମାଲକାନଗିରି ଜିଲାର ଆଦିମ ଜନଜାତି ବଣ୍ଡା ସଂପ୍ରଦାୟର ଲୋକେ ରହୁଥିବା ବଣ୍ଡା ଘାଟିର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ...

ଯାଞ୍ଚ ଅଭାବରୁ ୧.୦୩ କୋଟି ହଡ଼ପ

ଯାଜପୁର ଅଫିସ,୧୬।୧୧: ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ୨୦୧୭-୧୮ ଆର୍ଥିକ ବର୍ଷରେ ୧ କୋଟି ୩ ଲକ୍ଷ ୩୯ ହଜାର ୬୮୮ ଟଙ୍କା...

ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ

କଟକ ଅଫିସ,୧୯।୩ : ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ଦ୍ୱାରା ଆୟୋଜିତ ଦଶମ ଶ୍ରେଣୀ ପରୀକ୍ଷା ଖାତା ମୂଲ୍ୟାୟନ ଗୁରୁବାରଠାରୁ ଆରମ୍ଭ ହେବ। ୬୧ଟି କେନ୍ଦ୍ରରେ...

ପ୍ରକମ୍ପିତ ହେବନି ପୂଜାମଣ୍ଡପ

ବଅଁରପାଳ,୩୦ା୯(ଡି.ଏନ.ଏ.)  ବିଶ୍ୱକର୍ମା ପୂଜାର ମାତ୍ର କେଇ ଦିନ ପରେ ପୁଣି ଚଳଚଞ୍ଚଳ ହୋଇଉଠେ ନାଲ୍‌କୋ କଲୋନୀ। ସାର୍ବଜନୀନ ପୂଜା କମିଟି ପକ୍ଷରୁ ଏଠାରେ ଧୁମ୍‌ଧାମରେ କରାଯାଏ ମା’...

ଏ ପାନ୍‌ବାଲା ବାବୁ…କଣ୍ଠଶିଳ୍ପୀଙ୍କ ପରଲୋକ

ବଲାଙ୍ଗୀର,୧୬ା୬(ବୀରେନ୍ଦ୍ର ଝାଙ୍କର): ନବେ ଦଶକରେ ପ୍ରସିଦ୍ଧି ଲାଭ କରିଥିବା ଲୋକପ୍ରିୟ କୋଶଲୀ-ସମ୍ବଲପୁରୀ ଗୀତ ଏ ପାନ୍‌ବାଲା ବାବୁର ଗାୟକ ତଥା ଲେଖକ, ସଙ୍ଗୀତଜ୍ଞ ଏବଂ ବିଶିଷ୍ଟ...

ମାଲକାନଗିରି ଜିଲାରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି

ମାଲକାନଗିର,୧୯।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶୁକ୍ରବାର ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି...

ଦୋଳାରେ ବୁହା ହୋଇ ଗର୍ଭବତୀ ଗଲେ ହସ୍ପିଟାଲ୍‌

ପାତ୍ରପୁର,୧୨ା୧୦(ଡି.ଏନ.ଏ.): ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଆଙ୍କୁଲି ପଞ୍ଚାୟତ ସାନଗାଁର ଜଣେ ଗର୍ଭବତୀଙ୍କୁ ମଙ୍ଗଳବାର ଦୋଳାରେ ଡାକ୍ତରଖାନା ନିଆଯାଇଛି। ସାନଗାଁ ଗ୍ରାମର କୃଷ୍ଣଚନ୍ଦ୍ର ଦଳେଇଙ୍କ ସ୍ତ୍ରୀ...

Advertisement
Archives

Model This Week