ଲିଙ୍କ ଉପରେ କ୍ଲିକ୍‌ କରିବା ପରେ ଆକାଉଣ୍ଟରୁ ଚାଲିଗଲା ୫୦ ହଜାର

ଗୋପାଳପୁର,୧୧ା୧(ନବୀନ ରାଜ ଆଚାରୀ): କିଛି ମାସ ହେଲା ରାଜ୍ୟରେ ସାଇବ ଠକେଇ ସଂଖ୍ୟା ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଗୋପାଳପୁର ଥାନାରେ ଏକ ଠକେଇ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି। ଗୋପାଳପୁରରେ ରହୁଥିବା ମୁରଲୀଧର ଗୌଡ଼ ମୋବାଇଲରେ ଏସ୍‌ବିଆଇ କେୱାଇସି ଅପ୍‌ଡେଟ୍‌ ପାଇଁ ଅନଲାଇନ୍‌ ଲିଙ୍କ୍‌ରେ ୫୦ ହଜାର ଠକେଇ ଶିକାର ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।

ସୂଚନାଯୋଗ୍ୟ, ଏହି ଥାନା ଅଧୀନ ଚଳିତ ମାସ ୭ ତାରିଖ ରାତି ୮.୨୭ ସମୟରେ ମୁରଲୀଧରଙ୍କ ମୋବାଇଲକୁ ଏସ୍‌ବିଆଇ କେୱାଇସି ଆପ୍‌ଟୁଡେଟ ଲିଙ୍କ୍‌ ଏକ ମେସେଜ ଆସିଥିଲା। ମୁରଲୀ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ କେୱାଇସି ଆପଟୁଡେଟ ମାଗୁଥିବା ନେଇ କ୍ଲିକ୍‌ କରିଥିଲେ। କ୍ଲିକ୍‌ କରୁକରୁ ଏକ ଓଟିପି ଆସିଥିଲେ ମଧ୍ୟ ଓଟିପି ନମ୍ବର ଦେଇ ନ ଥିଲେ। କିନ୍ତୁ ସଙ୍ଗେସଙ୍ଗେ ତାଙ୍କ ଆକାଉଣ୍ଟରୁ ୫୦ ହଜାର ଟଙ୍କା କଟି ଯାଇଥିବା ଜାଣିପାରିଥିଲେ। ସାଇବର ଠକେଇ ହେଲ୍‌ଫଲାଇନକୁ ଯୋଗଯୋଗ କରିଥିଲେ। ପରେ ସେ ଠକେଇର ଶିକାର ହୋଇଥିବା ଜାଣିବାକୁ ପାଇଥିଲେ। ୮ତାରିଖ ଦିନ ବ୍ରହ୍ମପୁର ସାଇବର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଶୁକ୍ରବାର ସାରେ ଗୋପାଳପୁର ଥାନାରେ ମଧ୍ୟ ଅଭିଯୋଗ କରିଥିଲେ। ଥାନା କେସ୍‌ ନମ୍ବର ୧୯/୨୫ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri