୫୦୦ କୋଟି କ୍ଲବ୍‌ରେ ସାମିଲ୍‌ ହେଲା ‘ଆର୍‌ଆର୍‌ଆର୍‌’

ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜାମୌଲିଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ‘ଆର୍‌ଆର୍‌ଆର୍‌’ ୨୫ ମାର୍ଚ୍ଚରେ ପ୍ରେକ୍ଷାଳୟରେ ରିଲିଜ୍‌ ହୋଇଯାଇଛି। ଫିଲ୍ମକୁ ଦେଖିବାକୁ ଦର୍ଶକଙ୍କ ନାହିଁ ନ ଥିବା ଭିଡ଼ ହେଦଖିବାକୁ ମିଳୁଛି। ଫିଲ୍ମଟି ବ୍ଲକ୍‌ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିବ ବୋଲି କୁହାଯାଉଛି। ୩ଦିନ ମଧ୍ୟରେ ଫିଲ୍ମଟି ୫୦୦ କୋଟି ଆୟ କରିଥିବା ଜଣାପଡିଛି। ତେଲୁଗୁ ସମେତ ୪ଟି ଭାଷାରେ ୩୦୦୦ ସ୍କ୍ରିନ୍‌ରେ ମୁକ୍ତିଲାଭ କରଛି। କୋଭିଡ୍‌ ଯୋଗୁ ଏକାଧିକ ଥର ଏହାର ରିଲିଜ୍‌କୁ ସ୍ଥଗିତ ରଖାଯାଇଥିଲା। ଫିଲ୍ମରେ ଜୁନିୟର ଏନ୍‌ଟିଆର ଏବଂ ରାମ ଚରଣଙ୍କ ଜବରଦସ୍ତ ଅଭିନୟ ଦେଖିବାକୁ ମିଳିଛି। ଦୁହିଁଙ୍କ ଯୋଡିକୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ଏହା ବ୍ୟତିତ ଆଲିଆ ଭଟ୍ଟ,ଅଜୟ ଦେବଗନ ମଧ୍ୟ ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂଚନା ଅଧିକାର ଆଇନ ଉଲ୍ଲଂଘନ: ପ୍ରଥମ ଅପିଲ୍‌ ପରେ ବି ମିଳୁନି ସୂଚନା

କର୍ଲାମୁଣ୍ଡା,୧୮ା୬(ପ୍ରଦୀପ କୁମାର ସାହୁ): ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା, ଦୁର୍ନୀତି କମାଇବା, ଜନସାଧାରଣଙ୍କୁ ଅଧିକାର ଦେବା ତଥା ଲୋକେ ସରକାରୀ କାର୍ଯ୍ୟ, ଯୋଜନା, ଫାଇଲ ଅବସ୍ଥା, ଖର୍ଚ୍ଚ…

ସରକାରଙ୍କ ବଡ଼ ପଦକ୍ଷେପ: ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର,୧୮।୬: ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶାର ୭୦୭ଟି ଦୁର୍ଗମ ଗାଁରେ ୪ଜି ଟାୱାର ସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା…

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ…

ଫୋନ ଉଠାଇଲେ ଟଙ୍କା ମାଗୁଛନ୍ତି: ଧର୍ମଗଡ଼ ରେଞ୍ଜରଙ୍କ ବିସ୍ଫୋରକ ବୟାନକୁ ନେଇ ହଇଚଇ

ଭବାନୀପାଟଣା,୧୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ରେଞ୍ଜର ଭବାନୀ ଶଙ୍କର କଅଁର ଗୁରୁବାର ଏକ ବିସ୍ପୋରକ ବୟାନ ଦେଇଛନ୍ତି। ଖବରଦାତାମାନେ ତାଙ୍କୁ ଫୋନ କଲେ ସେ…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…

ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି…

Iran US Deal: ଇରାନ-ଆମେରିକା ଡିଲକୁ ନେଇ ବଢୁଛି ନେତାନ୍ୟାହୁଙ୍କ ସମସ୍ୟା, ସର୍ଭେରେ ଆସିଲା ଚମକାଇବା ଭଳି ତଥ୍ୟ

ଜେରୁଜେଲମ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ମାସ ମାସ ଧରି ଚାଲିଥିବା ସଂଘର୍ଷ ପରେ ଶେଷରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ…

ପ୍ରଗତିଶୀଳ କୃଷି ଆଲୋଚନାରେ ଜୈବିକ କୃଷି ଉପରେ ଗୁରୁତ୍ୱ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଜିଲା ପାଟଣା ବ୍ଲକସ୍ତରୀୟ ୨ୟ ବାର୍ଷିକ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଗୁରୁବାର ପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri