୫ ଶହ କେଜି ଗଞ୍ଜେଇ ଜବତ: ଚାଲାଣ ପାଇଁ ରଖାଯାଇଥିଲା, ମାଡି ବସିଲା ପୋଲିସ

ଦାରିଙ୍ଗବାଡି, ୧୧।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚୋରାଚାଲାଣ ପାଇଁ ଜଙ୍ଗଲ ଭିତରେ ରଖାଯାଇଥିବା ଖବର ପାଇ ପୋଲିସ ମାଡ଼ିବସିଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଉକ୍ତ ଥାନା କିରୁକୁଟି ପଞ୍ଚାୟତର ବାରାଡକ୍ଲିୟୁ ଜଙ୍ଗଲ ଭିତରେ। ପ୍ରାୟ ୫ ଶହ ୨ କେଜି ଗଞ୍ଜେଇ ଜବତ କରିଛି ପୋଲିସ। ଏନେଇ ମାମଲା (୬୦/୨୪) ରୁଜୁ କରି ତଦନ୍ତ କରୁଛି ବୋଲି ଆଇଆଇସି ଆନନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି। ତେବେ ଏତେଗୁଡିଏ ଗଞ୍ଜେଇ କାହାର ଓ କେଉଁ ଅଞ୍ଚଳକୁ ଏହି ଗଞ୍ଜେଇ ଚାଲାଣ କରାଯାଇଥାନ୍ତା କୋଉମାନେ ଏଥିରେ ସମ୍ପୃକ୍ତି ଅଛନ୍ତି ତଦନ୍ତ କରୁଛି ପୋଲିସ। ସୂଚନାଯୋଗ୍ୟ ଯେ, ସେହି ଅଞ୍ଚଳରେ ପୋଲିସ ପୂର୍ବରୁ ଏକାଧିକ ଥର ଗଞ୍ଜେଇ ଗଛ କାଟି ନଷ୍ଟ କରିସାରିଛି ତଥାପି କିଭଳି ଆହୁରି ଗଞ୍ଜେଇ ବାହାରୁଛି ସେନେଇ ପୋଲିସର ମୁଣ୍ଡବ୍ୟଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ଆମେରିକା-ଇରାନ ଡିଲ୍‌ରେ ଏହି ଦେଶ ସାମିଲ, ଜାଣିଲେ ହୋଇଯିବେ ତାଜୁବ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦର ମଧ୍ୟସ୍ଥତା ପାଇଁ ପ୍ରୟାସ ଜୋର ଧରିଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଇସ୍ରାଏଲ ଉପରେ ମିଶାଇଲ୍ ଆଟାକ୍ କଲା ଇରାନ, ତେହରାନ୍‌ ଆମେରିକା ସହ ଆଲୋଚନା ପାଇଁ ମନାକରିବାରୁ ପୁଣି ବଢ଼ିଲା ତେଲ ଦର

ତେହରାନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଆଲୋଚନା ଆରମ୍ଭ କରିବା ପାଇଁ ପ୍ରୟାସ ତୀବ୍ର ହୋଇଛି । ତଥାପି, ପରିସ୍ଥିତି ସ୍ୱାଭାବିକ…

ଇରାନ-ଆମେରିକା ଯୁଦ୍ଧରେ ପାକିସ୍ତାନର ମଧ୍ୟସ୍ଥତାକୁ ନେଇ ଖପ୍ପା ହେଲାଣି କଂଗ୍ରେସ

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଏଡାଇବା ପାଇଁ ଇରାନ ଏବଂ ଆମେରିକା ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଛନ୍ତି। ଆମେରିକାର ରାଷ୍ଟ୍ରପତି ଦାବି କରିଛନ୍ତି ଯେ ତିନୋଟି ଦେଶ ଏହି…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri