ଆତ୍ମସାତ କରି ଦେବାକୁ ବସିଥିଲେ ୫୦୦କ୍ୱିଣ୍ଟାଲ ପିଡିଏସ୍‌ ଚାଉଳ: ପହଞ୍ଚିଗଲା ଯୋଗାଣ ବିଭାଗ

କେସିଙ୍ଗା,୯।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚାଞ୍ଚେରସ୍ଥିତ ଏକ ସମତା ଇଣ୍ଡଷ୍ଟ୍ରିରୁ ଚୋରା ପିଡିଏସ୍‌ ଚାଉଳ ଜବତ ହୋଇଛି। ଶନିବାର ରାତିରେ ଚାଉଳ ଅନ୍‌ଲୋଡ ସମୟରେ ଜିଲା ଯୋଗାଣ ଅଧିକାରୀ ପବିତ୍ର ସାହୁଙ୍କ ନିର୍ଦ୍ଦେଶ କ୍ରମେ ଯୋଗାଣ ବିଭାଗର ୪ ଜଣିଆ ଟିମ୍‌ ଓ ପୋଲିସ ଛଢ଼ାଉ କରି ୪ଟି ଗୋଦାମ ଓ ୨ଟି ମୁଖ୍ୟ ଗେଟ୍‌କୁ ସିଲ କରିଥିଲେ। ଡ୍ରାଇଭର ଗିରଫ ହୋଇଥିବା ବେଳେ ଇଣ୍ଡଷ୍ଟ୍ରି ମାଲିକ ଫେରାର ଅଛନ୍ତି। ରବିବାର ସକାଳେ ଉପଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ କେସିଙ୍ଗା ତହସିଲଦାର ଜ୍ୟୋତିର୍ମୟ କର ମାଜେଷ୍ଟ୍ରିଙ୍କ ଉପସ୍ଥିତିରେ ୫୦୦ରୁ ଊଦ୍ଧର୍‌ବ କ୍ୱିଣ୍ଟାଲ ଚାଉଳ ଜବତ କରିଛନ୍ତି।
ସୂଚନାଯୋଗ୍ୟ, ଉକ୍ତ ପିଡ଼ିଏସ ଚାଉଳ ଭବାନୀପାଟଣାର ଫେଜ ନଂ. ୧ରୁ ଗତ ଶନିବାର ଏକ ଟ୍ରକ ନଂ. (ଓ.ଡି.୦୮ଇ-୩୦୪୦) ଯୋଗେ ୨୪୦ ବସ୍ତା ଚାଉଳ ବୋଝେଇ କରି ଥୁଆମୂଳ ରାମ ବ୍ଲକର ସିନ୍ଧିପଦର ପଞ୍ଚାୟତକୁ ଯିବାର ଥିଲା। କିନ୍ତୁ ଗାଡି ଡ୍ରାଇଭର ମୁନମୁନ ଦଣ୍ଡସେନା (୩୧) ଭବାନୀପାଟଣାରୁ କେସିଙ୍ଗା ଯାଇଥିବା ଏନଏଚ୍‌ ୨୬ ପାର୍ଶ୍ୱରେ ଥିବା ଚାଞ୍ଚେର ସମତା ଇଣ୍ଡଷ୍ଟ୍ରିକୁ ନେଇ ୨୪୦ବସ୍ତା ପିଡିଏସ ଚାଉଳ ଅନଲୋଡ ସମୟରେ ଯୋଗାଣ ବିଭାଗ କେସିଙ୍ଗା ପୋଲିସ ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri