ଭୁବନେଶ୍ୱର,୨୦ା୭(ଅନିଲ ଦାସ)ଲୋକମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ଓଡ଼ିଶା ସ୍ବାସ୍ଥ୍ୟସେବା କ୍ୟାଡର ୫ ହଜାର ନୂଆ ଲିଭ ଟ୍ରେନିଂ ରିଜର୍ଭ ମେଡିକାଲ ଅଫିସର(ଏଲ୍ଟିଆର୍ଏମ୍ଓ) ଗ୍ରୁପ୍-ଏ(ଜୁନିୟର ବ୍ରାଞ୍ଚ) ପଦବୀ ସୃଷ୍ଟି କରିଛନ୍ତି। ଜିଲା ମୁଖ୍ୟାଳୟଠାରୁ ଆରମ୍ଭ କରି ସବ୍ଡିଭିଜନ ହସ୍ପିଟାଲ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, କ୍ୟାପିଟାଲ ହସ୍ପିଟାଲ, ରାଉରକେଲା ସରକାରୀ ଡାକ୍ତରଖାନା ଆଦି ପାଇଁ ଏହି ନୂତନ ପଦବୀଗୁଡ଼ିକ ସୃଷ୍ଟି କରାଯାଇଛି। ଏ ସମ୍ପର୍କରେ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତ ପ୍ରିନ୍ସିପାଲ ଆକାଉଣ୍ଟ ଜେନେରାଲ(ଏ ଆଣ୍ଡ ଇ)ଙ୍କୁ ଚିଠି ଲେଖି ଜଣାଇଛନ୍ତି। ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟ ସମେତ କ୍ୟାପିଟାଲ ହସ୍ପିଟାଲ ଓ ରାଉରକେଲା ସରକାରୀ ଡାକ୍ତରଖାନା ପାଇଁ ୬୮୯ ଏଲ୍ଟିଆର୍ଏମ୍ଓ ପଦବୀ ସୃଷ୍ଟି କରାଯାଇଥିବା ବେଳେ ସବ୍ଡିଭିଜନାଲ ହସ୍ପିଟାଲ ପାଇଁ ୪୮୦ଟି, ୩୭୫ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପାଇଁ ୩୭୫୦ ଏବଂ ଅନ୍ୟାନ୍ୟ ହସ୍ପିଟାଲ ପାଇଁ ୮୧ ଏଲ୍ଟିଆର୍ଏମ୍ଓ ପଦବୀ ସୃଷ୍ଟି କରାଯାଇଛି।
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଆମେରିକା ରେଡ୍ ଲାଇନ୍ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
Archives

