୫ ହଜାର ସ୍କୁଲରେ ହେବ ଖେଳପଡ଼ିଆ

ଭୁବନେଶ୍ୱର,୬।୮(ବ୍ୟୁରୋ): ରାଜ୍ୟର ୫ହଜାର ବିଦ୍ୟାଳୟରେ ଖେଳପଡ଼ିଆ ନିର୍ମାଣ କରାଯିବ। ଚଳିତ ବର୍ଷ ୧ ହଜାର ବିଦ୍ୟାଳୟରେ ଖେଳପଡ଼ିଆ ହେବ। ବାକି ୪ ହଜାର ପର୍ଯ୍ୟାୟ କ୍ରମେ ୩ ବର୍ଷ ମଧ୍ୟରେ ଶେଷ ହେବ। ଶିଶୁ ଏବଂ ଯୁବପିଢ଼ୀଙ୍କ ମଧ୍ୟରେ କ୍ରୀଡ଼ା ଏବଂ ଶାରୀରିକ ସୁସ୍ଥତା ବୃଦ୍ଧି କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ପ୍ରତି ଶିକ୍ଷା ବର୍ଷରେ ଖେଳ ପାଇଁ ପ୍ରାଥମିକ ବିଦ୍ୟାଳୟକୁ ୫୦୦୦ ଟଙ୍କା, ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ୧୦,୦୦୦ ଟଙ୍କା ଏବଂ ମାଧ୍ୟମିକ ବିଦ୍ୟାଳୟକୁ ୨୫,୦୦୦ ଟଙ୍କା ଆବଣ୍ଟନ ନିମନ୍ତେ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି। ଉଚ୍ଚ ବିଦ୍ୟାଳୟସ୍ତରରେ ଶାରୀରିକ ଶିକ୍ଷା ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ୪,୪୪୫ ପିଇଟି, ହିନ୍ଦୀ ଏବଂ ସଂସ୍କୃତ ଶିକ୍ଷକ ନିଯୁକ୍ତି ପାଇଁ ଅର୍ଥ ବିଭାଗ ଏହି ପ୍ରସ୍ତାବକୁ ଅନୁମୋଦନ କରିଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri