ବ୍ୟାଙ୍କ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ୫୦ ହଜାର ଟଙ୍କା

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ସୋଇପୁର ଗ୍ରାମରୁ ବନ୍ଧନ ବ୍ୟାଙ୍କର ଦୁଇ କର୍ମଚାରୀ ଋଣ ନେଇ ଥିବା ୩ଟି ସ୍ବୟଂ ସହାୟକ ଗୋଷ୍ଠୀଙ୍କଠାରୁ ପ୍ରାୟ ୫୦ ହଜାର ଟଙ୍କା ଆଦାୟ କରି ଗୁରୁବାର ପୂର୍ବାହ୍ନରେ ଫେରୁଥିଲେ। ସୋଇପୁର ଛକଠାରୁ ଅଳ୍ପ ଦୂରରେ ଦୁଇଟି ବାଇକ୍‌ରେ ୬ ଜଣ ଦୁର୍ବୃତ୍ତ ଆସି କର୍ମଚାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ପରେ ବାଇକ୍‌ ଡିକି ଭାଙ୍ଗି ଟଙ୍କା ଓ ଅତ୍ୟାବଶ୍ୟକୀୟ କାଗଜପତ୍ର ନେଇ ପଳାଇଥିଲେ। ଖବର ପାଇ ଚାନ୍ଦିପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ହୋଇଥିବା ଜଳେଶ୍ୱର ଥାନା ଗଡ଼ସାହି ଗ୍ରାମର କ୍ଷୀରୋଦ କାମିଳା (୨୫)ଙ୍କୁ ଉଦ୍ଧାର କରି ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଭର୍ତ୍ତି କରାଇବା ସହ ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ଡଙ୍ଗାରେ ପୁଣି ଯାତ୍ରୀ ପରିବହନ

ମହାକାଳପଡ଼ା, ୨୨ା୮ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ ବାହାକୁଦ ଘାଟରୁ ପାରାଦୀପ ମୂଷାଡିଆ ଫେରି ଘାଟରେ ଗତ ୧୬ ତାରିଖରୁ ରାମନଗର ପଞ୍ଚାୟତ...

ଗୟାଧରକୁଁ ଚିକିତ୍ସା ଲାଗି ପଠାଲା ପର୍‌ଶାସନ

ପର୍ଲା, ୧୮।୧ (ଡି.ଏନ୍‌.ଏ)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)କୁଁ ପରଶାସନ ଶୁକୁରବାର ଉଧାର କରି ଚିକିଛା ଲାଗି ଜିଲା ମୁଖିଆ...

୫ରେ ବିର୍ସାମୁଣ୍ଡା ଷ୍ଟାଡିୟମ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା ଅଫିସ,୨୯।୧୨: ଆସନ୍ତା ଜାନୁଆରୀ ୧୩ ତାରିଖରେ ଷ୍ଟିଲସିଟି ରାଉରକେଲାରେ ପ୍ରଥମ କରି ପୁରୁଷ ହକି ବିଶ୍ୱକପ୍‌ ଖେଳାଯିବ। ଏଥିପାଇଁ ବିର୍ସାମୁଣ୍ଡା ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ...

କରୋନା ସ୍ଥିତି ଅନୁଧ୍ୟାନ କଲେ ଉପଜିଲାପାଳ

ବାମରା, ୩୦।୩ (ଡି.ଏନ.ଏ.)-ବର୍ତ୍ତମାନ କରୋନା ପାଇଁ ସାରା ଦେଶ ସମ୍ପୂର୍ଣ୍ଣ ଲକ ଡାଉନ ପରିସ୍ଥିତିରେ ଗତି କରୁଥିବା ବେଳେ ଏହାକୁ ନେଇ ରାଜ୍ୟ ସରକାର ଜିଲା...

ବଢୁଛି ନକଲି ପ୍ରଭାବ, ରୋଗୀ ହୀନସ୍ତା

ରାଉରକେଲା ଅଫିସ,୨୯।୪: ରାଉରକେଲା ସହରରେ ନକଲି ଡାକ୍ତରଙ୍କ ପ୍ରଭାବ ବଢୁଥିବା ଅଭିଯୋଗ ହେଉଛି। ଫଳରେ ଏଭଳି ଡାକ୍ତରଙ୍କ ପାଖରେ ରୋଗୀ ଚିକିତ୍ସିତ ହୋଇ ଭଲ ହେବା...

ରଞ୍ଜନ ଦାସ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁଯାୟୀ,...

ସୁଗୁନା ଫୁଡ୍‌ ସୁପରଭାଇଜରଙ୍କ ସନ୍ଦେହଜନକ ମୃତ୍ୟୁ: ଗେଷ୍ଟ ହାଉସ୍‌ରୁ ମିଳିଲା ମୃତଦେହ

ଭଦ୍ରକଅଫିସ,୨।୧: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆରଡି ଛକ ନିକଟରେ ଥିବା ସୁଗୁନା ଫୁଡ୍‌ର ଗେଷ୍ଟ ହାଉସ୍‌ରୁ କମ୍ପାନୀର ସୁପରଭାଇଜରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ...

୨୪ ଘଣ୍ଟାରେ ସାପ କାମଡାରେ ୨ମୃତ

ମାଲକାନଗିରି,୨୩ା୮ (ଡି.ଏନ.ଏ.)- ମାଲକାନଗିରି ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ସାପ କାମୁଡାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଦେବା ମାଡକାମୀ ଓ ମାଳତି...

Advertisement
Archives

Model This Week