ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଘର, ହିତାଧିକାରୀଙ୍କୁ ମିଳିବ…

ଭୁବନେଶ୍ୱର,୪ା୯: ଆସନ୍ତା ୧୭ ତାରିଖ ଅର୍ଥାତ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ସେ କହିଛନ୍ତି ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରାଯିବ। ପୂର୍ବରୁ ୧ ଲକ୍ଷରୁ ଊଦ୍ଧର୍‌ବ ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରାଯାଇଛି। ନଭେମ୍ବରରେ ପ୍ରଧାନମନ୍ତ୍ରୀ ଆବାସର କାର୍ଯ୍ୟାଦେଶ ବଣ୍ଟନ କରାଯିବ। ନୂଆ ପିଏମ ଆବାସ ସର୍ଭେରେ ୩୫ ଲକ୍ଷ ହିତାଧିକାରୀ ଆବେଦନ କରିଥିଲେ। ନଭେମ୍ବର ସୁଦ୍ଧା ସମସ୍ତ ପ୍ରକ୍ରିୟା ସରିବ, କାର୍ଯ୍ୟାଦେଶ ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri