Advertisement

ମାର୍ଚ୍ଚ ପ୍ରଥମ ସପ୍ତାହରେ ୫୦ ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଲାଗିପାରେ ଲକଡାଉନ୍‌

ମୁମ୍ବାଇ,୬ ।୩: କରୋନାର ଲେଉଟାଣି ପୁଣିଥରେ ମହାରାଷ୍ଟ୍ରବାସୀଙ୍କ ଉପରେ ଦାଉ ସାଧିଲାଣି । ଫେବୃୟାରୀ ମଧ୍ୟ ଭାଗରୁ ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତାର ଭାବେ ବଢି ଚାଲିଛି । ପ୍ରତିଦିନ ସେଠାରେ ପାଖାପାଖି ୭ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଉଭୟ ପ୍ରଶାସନ ଓ ସାଧାରଣ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ମାର୍ଚ୍ଚ ୧ରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ କମ୍ ହୋଇଥିବା ବେଳେ ଏହା ଥିଲା ପ୍ରାୟ ୬,୩୯୭ । ଅନୁମାନ କରାଯାଉଥିଲା କି ଏଥର ହୁଏତ ସଂକ୍ରମିତଙ୍କ ସଂଖ୍ୟା କମ୍ ହୋଇଯିବ । ହେଲେ ୨୮ ଫେବୃୟାରୀରୁ ୧ ମାର୍ଚ୍ଚ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୫୧ ହଜାର ଅତିକ୍ରମ କରିଯିବା ପୁଣିଥରେ ଚିନ୍ତା ବଢାଇ ଦେଇଛି । ତେବେ ଅମରାବତି ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏଠାରେ ଲକଡାଉନ୍ ଘୋଷଣା କରାଯିବାକୁ ଯୋଜନା କରାଯାଉଛି । ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ୮-୧୫ ଦିନ ମଧ୍ୟରେ ସ୍ଥିତିର ସମୀକ୍ଷା କରାଯିବ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ମାତ୍ର ହଜାରେ ତୀର୍ଥଯାତ୍ରୀ କରିପାରିବେ ହଜ୍‌ଯାତ୍ରା

ରିୟାଦ,୨୧।୭: ସାଉଦି ଆରବର ମକ୍କା ସହରକୁ ପ୍ରତିବର୍ଷ ବିଭିନ୍ନ ଦେଶରୁ ୨୫ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ହଜ୍‌ଯାତ୍ରା ପାଇଁ ଆସିଥାନ୍ତି। ହେଲେ ଚଳିତ ବର୍ଷ କରୋନା ମହାମାରୀକୁ...

ମୁସେୱାଲା ହତ୍ୟାକାଣ୍ଡ: ଶାର୍ପ ସୁଟର ସନ୍ତୋଷ ଗୁଜରାଟରୁ ଗିରଫ

ନୂଆଦିଲ୍ଲୀ,୧୩ ।୬: ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସେୱାଲାଙ୍କ ହତ୍ୟାକାଣ୍ଡରେ ପୁଣେ ଗ୍ରାମୀଣ ପୋଲିସର କ୍ରାଇମ ବ୍ରାଞ୍ଚ ଶାର୍ପ ସୁଟର ସନ୍ତୋଷ ଯାଦବଙ୍କୁ ଗୁଜରାଟରୁ ଗିରଫ କରିଛି...

ଆଲ୍ଲାହାବାଦ ହାଇକୋର୍ଟ ରାୟ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ,୫।୧: ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ ସଂରକ୍ଷଣ ବିନା ପୌର ନିର୍ବାଚନ କରାଇବାକୁ ଆଲ୍ଲାହାବାଦ ହାଇକୋର୍ଟ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟ ବୁଧବାର...

ହଂସଖାଲିରେ ଭାଜପାର ପ୍ରତିନିଧି ଦଳ

କୋଲକାତା,୧୫।୪: ପଶ୍ଚିମବଙ୍ଗ ନଦିଆ ଜିଲାର ହଂସଖାଲି ନାବାଳିକା ଗଣବଳାତ୍କାର ମାମଲାରେ କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି (ସିବିଆଇ) ତଦନ୍ତ ଆରମ୍ଭ କରିଛି। ହେଲେ ଭାଜପାର ଏକ ୫...

ଦ୍ରୌପଦୀ ମୁର୍ମୁଙ୍କ ବିଜୟକୁ ନେଇ ଭାଜପା ଆଶ୍ୱସ୍ତ, ବିଜୟୀ ଘୋଷଣା ହେବା ପରେ ସାରା ଦେଶର ଆଦିବାସୀ ଗାଁରେ ପାଳନ ହେବ ଉତ୍ସବ

ନୂଆଦିଲ୍ଲୀ,୧୪ ।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କ ବିଜୟକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଏକ ପ୍ରକାର ଆଶ୍ୱସ୍ତ ରହିଛି । ଯେମିତି...

ଜରୁରୀ ବୈଠକ ଡକାଇଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୬।୪: କଂଗ୍ରେସକୁ ପୁଣି ଥରେ ଟ୍ରାକ୍‌କୁ ଫେରାଇ ଆଣିବା ପାଇଁ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଶନିବାର ମଧ୍ୟାହ୍ନରେ ଦଳର ଏକ ଜରୁରୀ ବୈଠକ ଡକାଇଥିଲେ।...

ପ୍ରଧାନମନ୍ତ୍ରୀ ଅର୍ଥନୀତି ବୁଝନ୍ତି ନାହିଁ: ରାହୁଲ

ନୂଆଦିଲ୍ଲୀ,୨୯ା୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ଥନୀତି ବୁଝନ୍ତି ନାହିଁ। ସେ ଭାରତର ବହୁଳବାଦୀ ଛବିକୁ ବିଶ୍ୱରେ କଳଙ୍କିତ କରିଛନ୍ତି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ...

କନ୍ୟାବର ବିବାହରେ ପିଆଜ ଏବଂ ରସୁଣ ମାଳ କଲେ ଅଦଳବଦଳ

ବାରାଣସୀ,୧୪।୧୨: ବିବାହରେ କନ୍ୟାବର ଫୁଲ ମାଳ ଅଦଳବଦଳ କରି ପରସ୍ପରକୁ ବରଣ କରିଥାନ୍ତି। ତେବେ ଉତ୍ତରପ୍ରଦେଶ ବାରାଣସୀରେ କନ୍ୟାବର ଜୟମାଳା ପରମ୍ପରା ସମୟରେ ପରସ୍ପରକୁ ପିଆଜ...

Advertisement
Archives

Model This Week