ପାଟଣା,୨୭ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍ ଅନ୍ତର୍ଗତ ବଡ଼ ଧନୁର୍ଯ୍ୟୟପୁର ଗ୍ରାମରୁ ଶାଳ ଗଣ୍ଡି ବନ ବିଭାଗ ଜବତ କରିଛି। ଜବତ ହୋଇଥିବା ୮ ଖଣ୍ଡ ଶାଳ ଗଣ୍ଡିର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ପାଟଣା ରେଞ୍ଜର ଘାସିନାଥ ପାତ୍ର ସୂଚନା ଦେଇଛନ୍ତି। ଚଢ଼ାଉରେ ପାଟଣା ବନପାଳ ଚିତ୍ତରଞ୍ଜନ ପରିଡ଼ା, ବନରକ୍ଷୀ ପ୍ରଯୁକ୍ତା ଜେନାଙ୍କ ସହ ପାରାଷ୍ଟାଫ ସାମିଲ ହୋଇଥିଲେ। ଜବତ ପରେ କାଠ ଗଣ୍ଡି ଗୁଡ଼ିକ ପାଟଣା ରେଞ୍ଜ କାର୍ଯ୍ୟାଳୟରେ ରଖାଯାଇଛି।
Posted inଆମ ଜିଲା ଖବର, କେନ୍ଦୁଝର View All
ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…
ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...
ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...
କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା
ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...
ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ
ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...
ଜେଲ୍ରେ କଏଦୀଙ୍କ ଆନ୍ଦୋଳନ
ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...
ବ୍ଲକ୍ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା
ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି...
ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ
ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...
ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ
ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...
Archives


