କରୋନା ଟିକା ନେଲେ ୫୦୨ ବରିଷ୍ଠ ନାଗରିକ

ବୁଗୁଡ଼ା,୭।୩ : ବରିଷ୍ଠ ନାଗରିକ ଓ ୪୫ ରୁ ୫୯ ବର୍ଷ ବୟସ ମଧ୍ୟରେ ଗୁରୁତର ରୋଗୀଙ୍କ ପାଇଁ ମାର୍ଚ୍ଚ ୧ ତାରିଖରୁ ଚାଲିଥିବା ଟିକାକରଣ କାର୍ଯ୍ୟକ୍ରମ ଚାଲିଛି। ଏଥିରେ ବୁଗୁଡ଼ା ବ୍ଲକର ୫୦୨ ଜଣ ବରିଷ୍ଠ ନାଗରିକ ଓ ୨୨ ଜଣ ଗୁରୁତର ରୋଗୀ ଟିକା ଗ୍ରହଣ କରିଥିବା ସୂଚନା ମିଳିଛି l ମେଡିକାଲ ଅଫିସର ଡ. ଶୁଭାଶିଷ ପାଣିଗ୍ରାହୀଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ଉକ୍ତ ଟିକାକରଣ କାର୍ଯ୍ୟକ୍ରମକୁ ବିପିଏମ୍‌ ବିଶ୍ୱଜିତ ପ୍ରଧାନ, ବିଡିଏମ ସଂଗ୍ରାମ କୁମାର ପ୍ରଧାନ ପରିଚାଳନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଘରେ ୨୩ ଘଣ୍ଟାର ରେଡ୍‌

ଭୁବନେଶ୍ୱର (ବ୍ୟୁରୋ)/ ବ୍ରହ୍ମପୁର ଅଫିସ,୧୮ା୧୦: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରବିବାର ଭିଜିଲାନ୍ସ ବଡ଼ଧରଣର ଚଢାଉ କରିଥିଲା।...

ନୂଆବର୍ଷକୁ ସ୍ବାଗତ ଲାଗି ପର୍ଯ୍ୟଟନସ୍ଥଳୀ ଉତ୍ସବମୁଖର

ଭୋଗରାଇ, ୧।୧(ଡି.ଏନ.ଏ.)-ରାତି ପାହିଲେ ଆସିବ ନୂଆବର୍ଷ ୨୦୨୦। ୨୦୧୯ବର୍ଷର ଶେଷଦିନକୁ ସ୍ମରଣୀୟ କରିବା ପାଇଁ ସବୁଆଡେ ପରିବେଶ ଉତ୍ସବମୁଖର ହୋଇପଡିଛି। ବାଲେଶ୍ୱର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ...

ବାଞ୍ଛାକଳ୍ପ ସଂସ୍କୃତ ବିଦ୍ୟାପୀଠ ହଷ୍ଟେଲରେ ଭୂତ ଭୟ: ହଷ୍ଟେଲ ଛାଡ଼ିଲେ ୫ ଛାତ୍ର

ଉଦଳା,୨୨।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଖଇରା ଥାନା ବାଞ୍ଛାକଳ୍ପ ସଂସ୍କୃତ ବିଦ୍ୟାପୀଠ ହଷ୍ଟେଲର ୫ ଜଣ ଛାତ୍ର ରବିବାର ଭୋରରେ ହଷ୍ଟେଲ ଛାଡି ଚାଲି ଯାଇଛନ୍ତି।...

ଗାଡ଼ି ଯାଞ୍ଚ ନାଁରେ ଚାନ୍ଦା ଆଦାୟ, ପୋଲିସ ଏଏସ୍‌ଆଇ ନିଲମ୍ବିତ

ବ୍ରହ୍ମପୁର ଅଫିସ, ୭।୯: ଟ୍ରାଫିକ ନିୟମ ଅନୁସାରେ ପୋଲିସ ଯାନବାହନଗୁଡ଼ିକର କାଗଜପତ୍ର ଯାଞ୍ଚ କରୁଛି। ହେଲେ ଗାଡ଼ି ଯାଞ୍ଚ ନା’ରେ ଚାନ୍ଦା ଆଦାୟ କରିବା ଏବେ...

ଅନ୍ୟ ଲାଗି ପ୍ରେରଣା ସାଜିଛନ୍ତି ସୁଲଣର ଯୁବଗୋଷ୍ଠୀ

ହାଟଡିହୀ, ୧୦।୧୨(ଡି.ଏନ.ଏ.)- ସମାଜସେବା କରିବା ସକାଶେ ଯୁବଗୋଷ୍ଠୀଙ୍କୁ ଉତ୍ସାହିତ କରି ବେଶ୍‌ ଚର୍ଚ୍ଚାକୁ ଆସିଛନ୍ତି ଉମାକାନ୍ତ। ସେ ନିଜ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଯୁବକଙ୍କୁ ଏକାଠି...

ବନ୍ଧୁକ ମୁନରେ ଡକାୟତି

କଟକ ଅଫିସ,୨୩।୨: ଜଗତପୁର ଥାନା ଅନ୍ତର୍ଗତ କେନାଲ ରୋଡ଼ ଘରୁ ଶନିବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତିର ଶିକାର ହୋଇଥିବା ସୁଧାଂଶୁ କୁମାର ନାୟକ...

କୁଲଡ଼ିହା ଅଭୟାରଣ୍ୟରେ ହାତୀମଡ଼କ

ସଜନାଗଡ଼,୨୨ ।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟ ଏବେ ବନ୍ୟଜନ୍ତୁଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି। ଗତ ୩ମାସ ମଧ୍ୟରେ ୩ ମାଈହାତୀଙ୍କ...

ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୨୮ା୧୦: ଶ୍ରୀମନ୍ଦିରରେ ସୋମବାର ବିଜୟା ଦଶମୀ ନୀତି ପାଳିତ ହୋଇଛି। ଦ୍ୱାରଫିଟା, ମଙ୍ଗଳ ଆଳତି ଓ ଅବକାଶ ନୀତି ପରେ ରତ୍ନସିଂହାସନରେ ବିରାଜିତ ଦାରୁବିଗ୍ରହଙ୍କ...

Advertisement
Archives

Model This Week