ଆଜି ରାଜ୍ୟରୁ ୫୦୫୭ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୦୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୬,୨୨୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୯୩୨ ଜଣ ଚିହ୍ନଟ ହୋଇଥିବା ବେଳେ ୨,୧୨୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୬୬୭ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧୧୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୯୫ ଏବଂ ସୁନ୍ଦରଗଡ଼ରୁ ୪୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୧୦, ବାଲେଶ୍ୱର ୨୦୨, ବରଗଡ଼ ୮୫, ଭଦ୍ରକ ୯୧, ବଲାଙ୍ଗୀର ୧୩୩, ବୌଦ୍ଧ ୪୪, ଦେବଗଡ଼ ୫୧, ଢେଙ୍କାନାଳ ୬୯, ଗଜପତି ୬୮, ଗଞ୍ଜାମ ୬୦, ଜଗତସିଂହପୁର ୧୨୫, ଯାଜପୁର ୧୨୮, ଝାରସୁଗୁଡ଼ା ୫୦, କଳାହାଣ୍ଡି ୧୪୦, କନ୍ଧମାଳ ୮୪, କେନ୍ଦ୍ରାପଡ଼ା ୩୪, କେନ୍ଦୁଝର ୪୯, କୋରାପୁଟ ୭୬, ମାଲକାନଗିରି ୫୮, ମୟୂରଭଞ୍ଜ ୧୩୫, ନବରଙ୍ଗପୁର ୧୩୬, ନୟାଗଡ଼ ୨୧୭, ନୂଆପଡ଼ା ୧୯୦, ପୁରୀ ୯୪, ରାୟଗଡ଼ା ୮୫, ସମ୍ବଲପୁରରୁ ୧୭୯ ଏବଂ ସୋନପୁରରୁ ୧୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨୨୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୬,୨୨୬ରେ ପହଞ୍ଚିଥିବା ବେଳେ ୧୧,୬୩,୩୯୬ ଜଣ ସୁସ୍ଥ ହୋଇଛନ୍ତି। ୬୪,୨୧୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ…

ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ):  ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ…

କଲେଜ ଫେୟାରଓ୍ବେଲ୍‌ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…

ଜଗତ୍‌ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍‌ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି…

ଗ୍ୟାସକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାବାସୀଙ୍କ ପାଇଁ…

ଭୁବନେଶ୍ୱର,୨୬।୩: ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ। ଏନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…

ଆମେରିକାର ଭୟଙ୍କର ଚେତାବନୀ: ଇରାନ ପରାଜୟ ସ୍ବୀକାର ନ କଲେ…ଶୁଣିକି ସାରା ବିଶ୍ୱ ସ୍ତବ୍ଧ

ଓ୍ବାଶିଂଟନ୍‌,୨୬।୩: ହ୍ବାଇଟ ହାଉସ ପ୍ରେସ ସଚିବ କାରୋଲିନ ଲିଭିଟ କହିଛନ୍ତି ଯେ ଆମେରିକା ଗତ ତିନି ଦିନ ଧରି ଇରାନ ସହିତ ଆଲୋଚନା କରୁଛି ଏବଂ ଏକ…

ଗଞ୍ଜାମ ସହରରେ ଗୁଟଖା ତମାଖୁ କଳାବଜାର, ଚଢ଼ା ଦରରେ ବିକ୍ରି ଅଭିଯୋଗ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ଗତ କିଛି ଦିନ ହେଲା ଗଞ୍ଜାମ ସହରରେ ଗୁଟଖା କଳା ବଜାର ହେଉଛି ।ପୂର୍ବରୁ ରାଧା ଖଇନି, ପାନ ମସଲା ବିମଳ, ସଫଳ…

ମହାନଦୀରେ ଭାସୁଛନ୍ତି ମାଳମାଳ କୁମ୍ଭୀର: ସୋଲ ଭେଳାରେ ପାର ହୋଇ ମାଛ, କଙ୍କଡ଼ା ଧରି ପରିବାର ପୋଷଣ କରୁଛନ୍ତି ମହିଳା

ମହାକାଳପଡ଼ା,୨୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନଦୀ ନାଳଘେରା ବତିଘର ଅଞ୍ଚଳ ମହାନଦୀ ଅବବାହିକା ଶାଖା ନାଳଗୁଡ଼ିକରେ କୁମ୍ଭୀର ମାଳ ମାଳ…

ଭୟଭୀତ ଇରାନ: ଖୋଲାଖୋଲି କଥା ହେବାକୁ…

ଓ୍ବାଶିଂଟନ୍‌,୨୬।୩: ମଧ୍ୟପ୍ରାଚ୍ୟରେ ଆମେରିକା-ଇସ୍ରାଏଲ ମେଣ୍ଟ ଏବଂ ଇରାନ ମଧ୍ୟରେ ଶତ୍ରୁତା ଆରମ୍ଭ ହେବାର ୨୬ ଦିନ ବିତିଗଲାଣି ଏବଂ ଉଭୟ ପକ୍ଷରୁ ଆକ୍ରମଣ ଦିନକୁ ଦିନ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri