ଆଜି ରାଜ୍ୟରୁ ୫୦୫୭ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୦୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୬,୨୨୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୯୩୨ ଜଣ ଚିହ୍ନଟ ହୋଇଥିବା ବେଳେ ୨,୧୨୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୬୬୭ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧୧୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୯୫ ଏବଂ ସୁନ୍ଦରଗଡ଼ରୁ ୪୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୧୦, ବାଲେଶ୍ୱର ୨୦୨, ବରଗଡ଼ ୮୫, ଭଦ୍ରକ ୯୧, ବଲାଙ୍ଗୀର ୧୩୩, ବୌଦ୍ଧ ୪୪, ଦେବଗଡ଼ ୫୧, ଢେଙ୍କାନାଳ ୬୯, ଗଜପତି ୬୮, ଗଞ୍ଜାମ ୬୦, ଜଗତସିଂହପୁର ୧୨୫, ଯାଜପୁର ୧୨୮, ଝାରସୁଗୁଡ଼ା ୫୦, କଳାହାଣ୍ଡି ୧୪୦, କନ୍ଧମାଳ ୮୪, କେନ୍ଦ୍ରାପଡ଼ା ୩୪, କେନ୍ଦୁଝର ୪୯, କୋରାପୁଟ ୭୬, ମାଲକାନଗିରି ୫୮, ମୟୂରଭଞ୍ଜ ୧୩୫, ନବରଙ୍ଗପୁର ୧୩୬, ନୟାଗଡ଼ ୨୧୭, ନୂଆପଡ଼ା ୧୯୦, ପୁରୀ ୯୪, ରାୟଗଡ଼ା ୮୫, ସମ୍ବଲପୁରରୁ ୧୭୯ ଏବଂ ସୋନପୁରରୁ ୧୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨୨୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୬,୨୨୬ରେ ପହଞ୍ଚିଥିବା ବେଳେ ୧୧,୬୩,୩୯୬ ଜଣ ସୁସ୍ଥ ହୋଇଛନ୍ତି। ୬୪,୨୧୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିରୋସିନ ବାଟମାରଣା ଅଭିଯୋଗରେ ଡିଲର ନିଲମ୍ବିତ

ବାଲେଶ୍ୱର ଅଫିସ, ୧୩।୩: ବାଲେଶ୍ୱର ସଦର ବ୍ଲକ ଅଧୀନ ଗୁଡ଼ ପଞ୍ଚାୟତର ଡିଲର ହିତାଧିକାରୀଙ୍କୁ କିରୋସିନ ନ ଦେଇ ହେରଫେର କରିଥିବା ନେଇ ୬ ମାସ...

ମାର୍ଚ୍ଚ ୩୧ ସୁଦ୍ଧା ଗାଡିରେ ଲାଗିବ ଟ୍ରାକିଂ ଡିଭାଇସ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ସବୁ ବଡ ଗାଡିରେ ଲୋକେସନ ଟ୍ରାକିଂ ଡିଭାଇସ ଏବଂ ପାନିକ ବଟନ ଲାଗିବ। ଏ ନେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ...

ଅନ୍‌ଲାଇନ୍‌ ଶିକ୍ଷା: ବାଦ୍‌ ପଡ଼ୁଛନ୍ତି ବହୁ ପିଲା

ଭୁବନେଶ୍ୱର, ୮।୭(ବ୍ୟୁରୋ): କରୋନା ଯୋଗୁ ଶିକ୍ଷାକ୍ଷେତ୍ର ଅବ୍ୟବସ୍ଥିତ ହୋଇପଡ଼ିଛି। ରାଜ୍ୟ ସରକାର ସ୍କୁଲ, କଲେଜକୁ ଅଗଷ୍ଟ ୩୧ପର୍ଯ୍ୟନ୍ତ ବନ୍ଦ ରଖିଥିବାବେଳେ ଏହା କେବେ ଖୋଲିବ ସେନେଇ...

ମହୁ ପାଇଁ ଜଙ୍ଗଲ ଜଳୁଛି

କେନ୍ଦ୍ରାପଡ଼ା ଅଫିସ, ୯ା୪: ଜାତୀୟ ଉଦ୍ୟାନ ଭିତରକନିକାରେ ଗତ ୪ ବର୍ଷ ମଧ୍ୟରେ ୧୧ ସ୍ଥାନରେ ନିଆଁ ଲାଗିଛି। ନିଆଁ ଲିଭିବା ପୂର୍ବରୁ ଏକର ଏକର...

ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣା: ୩ ଗିରଫ

ଭଣ୍ଡାରିପୋଖରୀ,୧୫।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଷୋଳମପୁର ପଞ୍ଚାୟତର ମଣିନାଥପୁର ଓ ମୁଢ଼ାପଦା ଗ୍ରାମର ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣାରେ ପୋଲିସ ଶନିବାର...

ଭିଜିଲାନ୍ସ ଜାଲରେ ଆଇଟିଡିଏର ୩ ଯନ୍ତ୍ରୀ

ନବରଙ୍ଗପୁର,୧୭।୧୨(ବି.ପ୍ର.)-ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ଅଫିସ ଗାଡ଼ିରେ ଟଙ୍କା ନେଇ ଯାଉଥିବାବେଳେ ୨ ଜଣ ସହକାରୀ ଯନ୍ତ୍ରୀ ଓ ଜଣେ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ...

ପ୍ରବାସୀ ଶ୍ରମିକଙ୍କ ପ୍ରତି ରହିଛି ଦିଲ୍ଲୀ ସରକାରଙ୍କ ଦାୟିତ୍ୱବୋଧ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ବହୁ ପ୍ରବାସୀ ଶ୍ରମିକ ଦେଶର ଭିନ୍ନ ଭିନ୍ନ ସ୍ଥାନରେ ଅଟକି...

ରାସ୍ତା ଉପରେ ଚାଷୀଙ୍କୁ ଝୁଣି ପକାଇଲା ବାର୍‌ହା: ଭିଡିଓ ଭାଇରାଲ

ଭଞ୍ଜନଗର,୨୩।୪: ଶୁକ୍ରବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ମୁଦୁଲିପଲ୍ଲୀ ଅଞ୍ଚଳରେ ଏକ ବାର୍‌ହା ଜନବସତି ଆଡକୁ ଚାଲିଆସିଥିଲା। ସେତିକିବେଳେ ଜମିକୁ କାମ କରିବାକୁ ଯାଇ ଘରକୁ ଫେରୁଥିଲେ...

Advertisement
Archives

Model This Week