ଫ୍ରାନ୍ସରୁ ମିଳିଲା ବିଶ୍ୱର ସବୁଠୁ ବଡ ଡାଇନୋସର ଜୀବାଶ୍ମ

ପ୍ୟାରିସ୍‌, ୨୮।୭: ବିଶ୍ୱର ସବୁଠୁ ବଡ ଡାଇନୋସର ଜୀବାଶ୍ମ ଫ୍ରାନ୍ସରୁ ମିଳିଛି। ଓଜେଙ୍କ୍‌ ଅଞ୍ଚଳରୁ ବିରାଟକାୟ ଜୀବାଶ୍ମର ସନ୍ଧାନ ମିଳିବା ପରେ ବୈଜ୍ଞାନିକମାନେ ତାକୁ ନେଇ ଖୋଳତାଡ ଆରମ୍ଭ କରିଦେଇଛନ୍ତି। ମିଳିଥିବା ଡାଇନୋସର ହାଡ ୬.୬ ଫୁଟ୍‌ ଲମ୍ବା ବୋଲି ଜଣାପଡିଛି। ଏହି ସାରୋପୋଡ ଡାଇନୋଶର ସାଧାରଣତଃ ଶାକାହାରୀ ହୋଇଥାନ୍ତି। ଏହି ଶ୍ରେଣୀର ଡାଇନୋସରଙ୍କ ଛାତି ଲମ୍ବା ହୋଇଥାଏ ବୋଲି ବୈଜ୍ଞାନିକମାନେ ମତ ଦେଇଛନ୍ତି। ଗତ ଦୁଇ ଦଶନ୍ଧି ଧରି ଏଠାରେ ବୈଜ୍ଞାନିକମାନେ ସାରୋପୋଡ ଡାଇନୋସର ଜୀବଶ୍ମ ସନ୍ଧାନରେ ଥିଲେ। ଶେଷରେ ସେମାନଙ୍କୁ ସଫଳତା ମିଳିଛି।


All Right Reserved By

ଏଠି ଗୀତ ଗାଏ ସଡ଼କ

କଥାଟା ଅଡୁଆ ଲାଗୁଥିଲେ ବି ସତ। କାରଣ ସଡ଼କରେ ଯିବା ସମୟରେ ଗୀତ ଶୁଣିଲେ ଦୁର୍ଘଟଣାକୁ ଏଡାଇ ଦିଆଯାଇପାରିବ ବୋଲି ଚିନ୍ତା କରିବା ପରେ କେତେକ...

ସ୍ଥାନାନ୍ତର ହେବ ଇଣ୍ଡୋନେସିଆ ରାଜଧାନୀ

ଜାକର୍ତ୍ତା,୧୮ା୮: ବିଶ୍ୱ ମାନଚିତ୍ରରୁ ହଜିବାକୁ ଯାଉଛି ଇଣ୍ଡୋନେସିଆ ରାଜଧାନୀ ଜାକର୍ତ୍ତା। ପରିବେଶ ବିଶେଷଜ୍ଞମାନଙ୍କ ମତରେ ଯଦି ବର୍ତ୍ତମାନ ହାରରେ ସମୁଦ୍ରର ଜଳପତ୍ତନ ବୃଦ୍ଧି ପାଏ ତେବେ...

ଚାଇନାରେ ଓ୍ବାଇଫା ବାତ୍ୟା: ରାସ୍ତାରେ ଖେଳିଲେ ମାଛ

ବେଜିଂ,୪।୮: ଚାଇନାରେ ଓ୍ବାଇଫା ବାତ୍ୟା ଯୋଗୁ ରାସ୍ତା ଘାଟ ପାଣିରେ ଭରି ଯାଇଛି। ଫଳରେ ରାସ୍ତାରେ ବଡ଼ ବଡ଼ ମାଛ ଖେଳୁଥିବା ଦେଖିବାକୁ ମିଳିଛି। ଲୋକେ...

ଚାଇନା ରାଷ୍ଟ୍ରପତିଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କଲେ ମୋଦି

ବିଶକେକ, ୧୪।୬: କିର୍ଗିଜିସ୍ତାନର ରାଜଧାନୀ ବିଶେକେକରେ ଆୟୋଜିତ ଚାଲିଥିବା ଏସସିଓ ସମ୍ମିଳନୀରେ ଭାଗ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସେ ଚାଇନା ରାଷ୍ଟ୍ରପତି...

ସୌଦି ମହିଳାଙ୍କୁ ମିଳିଲା ସ୍ବାଧୀନତା

ରିୟାଦ,୨।୮: ସାଧାରଣତଃ ସୌଦି ମହିଳାଙ୍କ ପାଇଁ ନାନା କଟକଣା ରଖାଯାଇଛି। ପୁରୁଷ କୈନ୍ଦ୍ରୀକ ସମାଜରେ ଏବେ କିନ୍ତୁ ଏହି ମହିଳାମାନେ ପୁରୁଷଙ୍କ ବିନା ପରାମର୍ଶରେ ବିଦେଶ...

ଜାପାନରେ ୬.୩ ତୀବ୍ରତାର ଭୂକମ୍ପ

ଟୋକିଓ,୨୮।୭: ଜାପାନର ସବୁଠାରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ଦ୍ୱୀପ ହୋନ୍ସୁରେ ରବିବାର ସକାଳେ ୬.୩ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଯେଉଁ ଅଞ୍ଚଳରେ ଏହା...

ଶ୍ରୀଲଙ୍କାରେ ୩ ଉଗ୍ରପନ୍ଥୀ ଗୋଷ୍ଠୀ ନିଷିଦ୍ଧ

କଲମ୍ବୋ,୧୫।୫(ପି.ଟି): ଶ୍ରୀଲଙ୍କା ସରକାର ନ୍ୟାଶନାଲ ଥୋହିଦ୍‌ ଜମାତ୍‌ (ଏନ୍‌ଟିଜେ) ସମେତ ଦୁଇଟି ଇସ୍‌ଲାମିକ୍‌ ଚରମପନ୍ଥୀ ଗୋଷ୍ଠୀକୁ ନିଷିଦ୍ଧ ଘୋଷଣା କରିଛନ୍ତି। ଏପ୍ରିଲ ୨୧ ଇଷ୍ଟର ପର୍ବରେ...

ତେଲ ଟ୍ୟାଙ୍କର ବିସ୍ଫୋରଣ: ୬୨ ନିହତ

ଦାର୍‌ ଏସ୍‌ ସଲାମ (ତାଞ୍ଜାନିଆ),୧୧ା୮: ତାଞ୍ଜାନିଆର ମୋରୋଗୋରୋ ସହରରେ ଏକ ତେଲ ଟ୍ୟାଙ୍କର ବିସ୍ଫୋରଣ ହେବାରୁ ୬୨ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନୂ୍ୟନ ୭୦...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *