ବୋହୂଙ୍କୁ ମାଡ଼ମାରି ଶ୍ୱଶୁର ଗିରଫ

ବାଲିଅନ୍ତା,୨୮।୭(ଡି.ଏନ୍‌.ଏ.)- ଘରୋଇ କଳହକୁ ନେଇ ବୋହୂଙ୍କୁ ଗାଳିଗୁଲଜ ସହ ମାଡ଼ମାରିବା ଅଭିଯୋଗରେ ବାଲିଅନ୍ତା ପୋଲିସ ରବିବାର ଜଣେ ଶ୍ୱଶୁରଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଭିଙ୍ଗାରପୁର ଜ୍ୟୋତିଷ ସାହିର ରଘୁନାଥ ସେନାପତି(୫୮)। ତଦନ୍ତକାରୀ ଅଧିକାରୀ ଏସଆଇ ତୃପ୍ତିମୟୀ ରାଉତଙ୍କ ସୂଚନା ଅନୁଯାୟୀ ଶନିବାର ବୋହୂ ବାସନ୍ତି ଘର ଛାତ ଉପରେ ଲୁଗା ଶୁଖାଇବା ସମୟରେ ଶ୍ୱଶୁର ରଘୁନାଥ ତାଙ୍କୁ ବାରଣ କରିଥିଲେ। ଏ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହେବାସହ ଶ୍ୱଶୁର ଉତ୍ତ୍ୟକ୍ତ ହୋଇ ବୋହୂଙ୍କୁ ମାଡ଼ ମାରିଥିଲେ। ଏ ନେଇ ଥାନାରେ ଅଭିଯୋଗ କରିବାପରେ ପୋଲିସ ନଂ ୧୮୩/୧୯ରେ ମାମଲା ରୁଜୁ କରି ଗିରଫ କରିଥିଲା।


All Right Reserved By Dharitri.Com

ଚାଷୀଙ୍କ ସାମାଜିକ, ଅର୍ଥନୈତିକ ଉନ୍ନତି ଚିନ୍ତା: ନବରଙ୍ଗପୁର ଜିଲାରୁ ଆରମ୍ଭ ହେଲା ନୂଆ ଯୋଜନା

ଭୁବନେଶ୍ୱର,୨୯।୮(ବ୍ୟୁରୋ): ସାରା ରାଜ୍ୟରେ ଚାଷୀଙ୍କ ଆୟ ବୃଦ୍ଧି ପାଇଁ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରୁ ଭିଡିଓ...

କଥାରେ ସୀମିତ ସ୍ବଚ୍ଛତା

ସ୍ବଚ୍ଛ ସୁନ୍ଦର ସହର ହେବ ଢେଙ୍କାନାଳ। ଥରେ ମାତ୍ର ବ୍ୟବହାର ଉପଯୋଗୀ ପ୍ଲାଷ୍ଟିକ୍‌, ପଲିଥିନ ସାମଗ୍ରୀ ଉପରେ ଜାରି କରାଯିବ କଟକଣା। ଏହାକୁ କାର୍ଯ୍ୟକାରୀ କରିବାକୁ...

୩ ଦିନରେ ଧରାହେଲେଣି ୧୫୪ ଦଲାଲ: ହସ୍ପିଟାଲରୁ ୭୫ ଓ ଆର୍‌ଟିଓରୁ ୭୯

ଭୁବନେଶ୍ୱର,୨୯।୯(ବ୍ୟୁରୋ): ସ୍ବଚ୍ଛତା ଓ ଲୋକଙ୍କୁ ଶୋଷଣରୁ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ଦଲାଲ ଧରା ଅଭିଯାନକୁ ଜୋର୍‌ଦାର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପୋଲିସ...

ସାଧାରଣତନ୍ତ୍ର ଦିବସରେ ପୁରସ୍କୃତ କରିବେ ରାଷ୍ଟ୍ରପତି : ତଦନ୍ତରେ ଉତ୍କର୍ଷ ପାଇଁ ପୁରସ୍କୃତ ହେବେ ୨ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ତଦନ୍ତରେ ଉତ୍କର୍ଷ ପାଇଁ ରାଜ୍ୟରେ କାର୍ଯ୍ୟ କରୁଥିବା ଦୁଇ ଆଇପିଏସ୍‌ ଅଫିସର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପୁରସ୍କୃତ ହେବେ। ସେମାନେ ହେଲେ କୋରାପୁଟ ଏସ୍‌ପି...

ରଥଖଳାରେ କୁନି କାରିଗର

ପୁରୀ ଅଫିସ,୩୦ା୫ – ଶ୍ରୀନଅର ସମ୍ମୁଖ ରଥଖଳାରେ ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ଅକ୍ଷୟ ତୃତୀୟା ଦିନ ରଥ କାମ ଅନୁକୂଳ ହୋଇଥିଲା। ତୁମ୍ବ...

ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ମାମଲା:‘ଆଇନର ମନ୍ଦିରକୁ ଅଚଳ କରାଯାଇପାରିବନି’

କଟକ ଅଫିସ, ୨୩-୧୦:ଆଇନର ମନ୍ଦିରକୁ ଅଚଳ କରାଯାଇ ପାରିବନି। ଅଦାଲତ ଚାଲିବା ପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଅ। ଅଦାଲତ କାର୍ଯ୍ୟ ସ୍ବାଭାବିକ...

ଆଜି ସରିବ ଅନୁଗୋଳ ଲକ୍ଷ୍ମୀପୂଜା:ମଣ୍ଡପରୁ ମେଳା, ସବୁଠି ଗହଳି

ଅନୁଗୋଳ ଅଫିସ, ୨୨ା୧୦ ଲକ୍ଷ୍ମୀ ପୂଜା ପାଇଁ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଦିନକୁ ଦିନ ଅଧିକ ଶ୍ରଦ୍ଧାଳୁଙ୍କ ଗହଳି ହେଉଛି। ପୂଜା ମଣ୍ଡପଠାରୁ...

ଓଡ଼ିଶାରେ ମଧ୍ୟ ଜଗା-କାଳିଆଙ୍କ ଚିକିତ୍ସା ଖର୍ଚ୍ଚ ଉଠାଇବେ ରାଜ୍ୟ ସରକାର: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ଓଡ଼ିଶା ଫେରିବା ପରେ ଜଗା-କାଳିଆଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଜଗା-କାଳିଆ ଓଡ଼ିଶା...

Leave a comment

Your email address will not be published. Required fields are marked *