ଅପରାହ୍ନ ୧ଟା ସୁଦ୍ଧା ନୂଆପଡ଼ାରେ ୫୧.୪୨% ମତଦାନ

ନୂଆପଡ଼ା,୧୧ା୧୧(ମକାରୁ ବେମାଲ): ଓଡ଼ିଶାର ନୂଆପଡ଼ା ବିଧାନସଭା ଆସନର ଉପନିର୍ବଚନରେ ମଙ୍ଗଳବାର ଅପରାହ୍ନ ୧ଟା ସୁଦ୍ଧା ୨.୫୩ ଲକ୍ଷ ଭୋଟରଙ୍କ ମଧ୍ୟରୁ ମୋଟ ୫୧.୪୨ ପ୍ରତିଶତ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଛନ୍ତି ବୋଲି ଜଣେ ଅଧିକାରୀ କହିଛନ୍ତି।

ଉପନିର୍ବାଚନର ଫଳାଫଳକୁ ବିଜେଡି, ଭାଜପା ଏବଂ କଂଗ୍ରେସ ପାଇଁ ରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି। କାରଣ ଏହା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ପ୍ରତି ଜନମତକୁ ସୂଚାଇବ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିରନ୍ତର ପ୍ରଭାବକୁ ପରୀକ୍ଷା କରିବ ଏବଂ ରାଜ୍ୟରେ କଂଗ୍ରେସର ପ୍ରାସଙ୍ଗିକତାକୁ ପ୍ରତିଫଳିତ କରିବ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri