ରାଜଧାନୀରେ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭୧

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ ମାତ୍ର ୫୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୭୧ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)।


ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦,୦୭୦ରେ ପହଞ୍ଚିଥିବା ବେଳେ ୨୯,୧୪୫ ଜଣ ସୁସ୍ଥ ହୋଇଛନ୍ତି। ୭୧୨ ଜଣ ଚିକିତ୍ସିତ ହେଉଛନ୍ତି। ୧୯୨ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ବିମାନ ଦୁର୍ଘଟଣା: ଏତିକି ଥିଲେ ଯାତ୍ରୀ, ଜଳିଗଲା…

ନୂଆଦିଲ୍ଲୀ,୧୬।୧୨: କେନ୍ଦ୍ରୀୟ ମେକ୍ସିକୋରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ଏକ ଛୋଟ ଘରୋଇ ବିମାନ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରିବାରୁ ଅତି କମରେ...

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର

ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆକୁ...

ଘୁଞ୍ଚିଲା OTET ପେପର-୨ ପରୀକ୍ଷା ସମୟ; ଜାଣନ୍ତୁ ନୂଆ ସମୟସୂଚୀ

ନୂଆଦିଲ୍ଲୀ,୧୫ା୧୨: ଆସନ୍ତା ଡିସେମ୍ବର ୧୭ ତାରିଖରେ ହେବାକୁ ଥିବା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)ର ସମୟରେ ପରିବର୍ତ୍ତନ କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ...

ଭୁବନେଶ୍ୱରରେ ଲଜ୍ଜା: ପୁରୁଷ ବନ୍ଧୁଙ୍କ ଆଗରେ ନାବାଳିକାଙ୍କୁ ଗଣବଳାତ୍କାର, ଭିଡିଓ ରେକର୍ଡ କରି…

ଭୁବନେଶ୍ୱର,୧୫ା୧୨: ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକାକୁ ତାଙ୍କ ପୁରୁଷ ବନ୍ଧୁଙ୍କ ଆଗରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଡିସେମ୍ବର ୧୦ ତାରିଖରେ ଧଉଳି...

ଡାକ୍ତରଙ୍କ ମୁହଁରୁ ହିଜାବ ଟାଣିଦେଲେ ନୀତୀଶ କୁମାର, ମାନସିକ ସ୍ଥିତି ଉପରେ ପ୍ରଶ୍ନ ଉଠାଇଲା ବିରୋଧୀ

ନୂଆଦିଲ୍ଲୀ,୧୫।୧୨: ଦଶମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କିଛି ସପ୍ତାହ ପରେ, ନୀତୀଶ କୁମାର ଏକ ସରକାରୀ କାର୍ଯ୍ୟକ୍ରମରେ ଜଣେ ମହିଳା...

ବିହାର ନିର୍ବାଚନ ପରେ ପୁଣି ଏକାଠି ହେଲେ ପ୍ରିୟଙ୍କା ଗାନ୍ଧୀ, ପ୍ରଶାନ୍ତ କିଶୋର! ହେଲା ଦୀର୍ଘ ସମୟ ଆଲୋଚନା

ନୂଆଦିଲ୍ଲୀ,୧୫।୧୨: ବିହାର ବିଧାନସଭା ନିର୍ବାଚନରେ କଂଗ୍ରେସ ଏବଂ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ ନୂଆ ଦଳ ‘ଜନ ସୁରାଜ’ର ଶୋଚନୀୟ ପରାଜୟ ପରେ ଏବେ ଏକ...

ଦୋକାନ ଆଗରୁ ବାଇକ୍‌ ଚୋରିକରି ଛାଡ଼ିଥିଲେ ଗାଁ, ଫେରିବା ଜାଣି…

ଦିଗପହଣ୍ଡି,୧୫୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଏଏସଆଇ ସି. ତାରକେଶ୍ୱର ରାଓ ଲାଲମେଣ୍ଟା ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଭଗବାନ ପ୍ରଧାନଙ୍କୁ ବାଇକ ଚୋରି...

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri