ରାଜଧାନୀବାସୀଙ୍କୁ ଡରାଇଲାଣି କରୋନା: ଆଜି ଚିହ୍ନଟ ହେଲେ ୫୧ ଆକ୍ରାନ୍ତ; ଅଛି ୧୬ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ୫୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ୩୫ଜଣ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୬ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୬୯କୁ ବୃଦ୍ଧି ପାଇଛି। ସେଥିରୁ ୩୬୧ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୯୭ଜଣଙ୍କ ଚିକିତ୍ସା ଜାରି ରହିଛି। ସେହିଭଳି ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

8 କୋଟିରୁ ଅଧିକ ସମ୍ପତ୍ତି, ବାର୍ଷିକ ଆୟ 17 ଲକ୍ଷ! ବିହାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଜାଣିଲେ ଚମକି ପଡିବେ?

ପାଟନା,୧୪।୪: ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ତାରାପୁର ନିର୍ୱାଚନମଣ୍ଡଳୀର ବିଧାୟକ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ପ୍ରମୁଖ ନେତା ସମ୍ରାଟ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri