ଆଜି ରାଜ୍ୟରୁ ୫୧୦ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୯ ପିଲା

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ୫୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୦,୫୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ୧୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୮ ଏବଂ ବାଲେଶ୍ୱରରୁ ୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୩, ଭଦ୍ରକ ୯,ବଲାଙ୍ଗୀର ୧, ବୌଦ୍ଧ ୧, ଗଜପତି ୭, ଗଞ୍ଜାମ ୧୨, ଜଗତସିଂହପୁର ୨୨, ଯାଜପୁର ୨୨, ଝାରସୁଗୁଡ଼ା ୮, କଳାହାଣ୍ଡି ୧, କନ୍ଧମାଳ ୪, କେନ୍ଦ୍ରାପଡ଼ା ୭, କେନ୍ଦୁଝର ୧, କୋରାପୁଟ ୩, ମାଲକାନଗିରି ୪, ମୟୂରଭଞ୍ଜ ୧୪, ନୟାଗଡ଼ ୧, ପୁରୀ ୨୦, ରାୟଗଡ଼ା ୩, ସମ୍ବଲପୁର ୯, ସୋନପୁରରୁ ୯ ଏବଂ ସୁନ୍ଦରଗଡ଼ରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୪୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୨୦,୭୫୪ରେ ପହଞ୍ଚିଥିବା ବେଳେ ୧୦,୦୭,୦୬୬ଜଣ ସୁସ୍ଥ ହୋଇଛନ୍ତି। ୫୪୯୪ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚାଳୟରୁ ମିଳିଲା ନିଖୋଜ ଥିବା କରୋନା ସଂକ୍ରମିତଙ୍କ ମୃତଦେହ

ମୁମ୍ବାଇ,୧୧।୬: କରୋନା ସଂକ୍ରମଣକୁ ନେଇ ମହାରାଷ୍ଟ୍ରର ସ୍ଥିତି ଉଦ୍‌ବେଗଜନକ ଥିବା ବେଳେ ଗତ ପ୍ରାୟ ଏକ ସପ୍ତାହ ହେବ ଜଣେ କରୋନା ସଂକ୍ରମିତ ୮୨ ବର୍ଷୀୟା...

ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ: ୫ରୁ ନୃତ୍ୟ, ସଙ୍ଗୀତର ମହାକୁମ୍ଭ

ଭୁବନେଶ୍ୱର,୨୭।୮(ବ୍ୟୁରୋ):ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତର ମହାକୁମ୍ଭ ‘ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ’ ଆସନ୍ତା ସେପ୍ଟେମ୍ବର ୫ ରୁ ୧୧ ତାରିଖ ପର୍ଯ୍ୟନ୍ତ ୭ଦିନ...

ଏକାଦଶ, ଦ୍ୱାଦଶରେ ଉପସ୍ଥାନ କମିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ):ରାଜ୍ୟର ଶିକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ପାଇଁ ସରକାର ପ୍ରୟାସ ଚଳାଇଛନ୍ତି। ଏବେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀରେ ଉପସ୍ଥାନ ବୃଦ୍ଧି ପାଇଁ ବିଦ୍ୟାଳୟ ଓ...

ସୁମିତଙ୍କ ବେଡ୍‌ରୁମ୍‌ରେ ରହିବାକୁ ଅଡ଼ି ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୫।୧: ଗଞ୍ଜାମ ଜିଲା ଜଜ କୋର୍ଟ ତପସ୍ବିନୀଙ୍କୁ ଶାଶୁଘର ବ୍ରହ୍ମପୁର ବ୍ରହ୍ମାନଗରର ଗଣେଶ ନିବାସରେ ରହିବାକୁ ମଙ୍ଗଳବାର ରାୟ ଶୁଣାଇଥିଲେ। କୋର୍ଟଙ୍କ ରାୟ ପରେ...

ବୁଲବୁଲ ଉଜାଡିଦେଲା ୪ ଏକର ଫସଲ: ନୂରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୂରୁଗାଁ ଗ୍ରାମର ଜଣେ ଚାଷୀ ବିଷପିଇ ଆତ୍ମହତ୍ୟା କରିଥିବା ଗୁରୁବାର ପରିବାରଲୋକେ ଅଭିଯୋଗ କରିଛନ୍ତି। ସେ ହେଲେ ରାମଚନ୍ଦ୍ର...

ଦର୍ପଦଳନ ରଥରେ ଫାଟ

ପୁରୀ, ୧୮ା୬(ଅଜିତ ମହାନ୍ତି) ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଆଉ ମାତ୍ର ଦୁଇଦିନ ବାକିଥିବାବେଳେ ଶନିବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଫାଟ ଦେଖିବାକୁ ମିଳିଛି। ରଥର...

ବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ: ବଦଳିଲେ ପୁରୀ, କେନ୍ଦ୍ରାପଡ଼ା ଜିଲାପାଳ

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟ ସରକାର ନୂଆବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ଓଏମ୍‌ସି ଏମ୍‌ଡି ଥିବା ଆର୍‌.ଭିନିଲ କ୍ରିଷ୍ଣାଙ୍କୁ ନିଯୁକ୍ତି...

ଅଷ୍ଟପୁର ଅଞ୍ଚଳରେ ଭୟଙ୍କର ବିସ୍ଫୋରଣ, ରେମୁଣା ପୋଲିସର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ, ୩।୧୦: ବାଲେଶ୍ୱର ଜିଲା ରେମୁଣା ଥାନା ଅଧୀନ ଅଷ୍ଟପୁର ଅଞ୍ଚଳରେ ଗୁରୁବାର ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ଘରର ଆସବାବପତ୍ର ଭାଙ୍ଗିରୁଜି ଯାଇଥିବା...

Advertisement
Archives

Model This Week