ବାପାଙ୍କ ମୃତଦେହ ଦେଖିବାକୁ ୫୧ ହଜାର

କୋଲକାତା, ୧୧ା୮: ପଶ୍ଚିମବଙ୍ଗର ଏକ ଘରୋଇ ହସ୍ପିଟାଲରେ କରୋନାରେ ପ୍ରାଣ ହରାଇଥିବା ଜଣେ ବ୍ୟକ୍ତିଙ୍କ ମରଶରୀର ଦେଖିବା ପାଇଁ ତାଙ୍କ ପୁଅଙ୍କଠାରୁ କର୍ତ୍ତୃପକ୍ଷ ୫୧ ହଜାର ଟଙ୍କା ଦାବି କରିଥିଲେ। ଶନିବାର ରାତିରେ ହରି ଗୁପ୍ତାଙ୍କର ଏକ ହସ୍ପିଟାଲରେ ମୃତ୍ୟୁ ହୋଇଥିଲା। ରବିବାର ତାଙ୍କ ପରିବାର ହସ୍ପିଟାଲରେ ପହଞ୍ଚତ୍ବା ବେଳକୁ ମୃତଦେହକୁ ଶ୍ମଶାନକୁ ନିଆଯାଇଥିଲା। ସେଠାରେ ତାଙ୍କୁ ୫୧ହଜାର ଟଙ୍କା ମାଗିଥିଲେ। ଟଙ୍କା ନ ଦେବାରୁ ମୃତଦେହକୁ ଦେଖିବାକୁ ନ ଦେଇ ପୋତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସବୁ ଆସନରେ ଲଢିବ ଏଏପି

ବେଙ୍ଗାଲୁରୁ,୨୯।୩: କର୍ନାଟକରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ପ୍ରଥମଥର ପାଇଁ କର୍ନାଟକ ବିଧାନସଭାର ସମସ୍ତ ଆସନରେ ଆମ୍‌ ଆଦ୍‌ମୀ ପାର୍ଟି...

ଜୁଲାଇ ୧୬ ପର୍ଯ୍ୟନ୍ତ ଗୋ ଫାର୍ଷ୍ଟର ଉଡାଣ ବାତିଲ

ନୂଆଦିଲ୍ଲୀ,୧୩।୭: ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଥିବା ଗୋ ଫାର୍ଷ୍ଟର ଉଡାଣ ସେବା ବର୍ତ୍ତମାନ ୧୬ ଜୁଲାଇ ପର୍ଯ୍ୟନ୍ତ ବାତିଲ କରାଯାଇଛି। ଏୟାରଲାଇନ୍ସ ଏକ ବିବୃତ୍ତି ଜାରି...

ପରଲୋକରେ ସେନଗାରଙ୍କ ବିରୋଧରେ କେସ୍‌ ଲଢ଼ୁଥିବା ଓକିଲ ମହେନ୍ଦ୍ର

ଉନ୍ନାଓ,୩୦।୧୧: ଉତ୍ତରପ୍ରଦେଶ ଉନ୍ନାଓ ବଳାତ୍କାର ମାମଲାରେ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେନଗାରଙ୍କ ବିରୋଧରେ କେସ୍‌ ଲଢ଼ୁଥିବା ଓକିଲ ମହେନ୍ଦ୍ର ସିଂହ ମାଖିଙ୍କ ପରଲୋକ ଘଟିଛି।...

ପରିବା ଦରରେ କେନ୍ଦ୍ରର ଲଗାମ ନାହିଁ

ନୂଆଦିଲ୍ଲୀ,୧୩ା୭: ଦେଶରେ ଲଗାଣ ବର୍ଷା ଯୋଗୁ ଟମାଟୋର ଯୋଗାଣ ବାଧାପ୍ରାପ୍ତ ହେବାରୁ ଅନେକ ଭାଗରେ ଏହାର ମୂଲ୍ୟ ୨୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ରୋଷେଇ...

୨୦୨୪ ନିର୍ବାଚନ ପୂର୍ବରୁ ହଟିବେ ଅନୁପ୍ରବେଶକାରୀ

କୈଠାଲ, ୧୦ା୧୦: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାରତରେ ରହୁଥିବା ସମସ୍ତ ବେଆଇନ ଅନୁପ୍ରବେଶକାରୀଙ୍କୁ ହଟାଯିବ ବୋଲି ବୁଧବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ପ୍ରକାଶ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ: ଯୋଗଦେବେ ପଶ୍ଚିମବଙ୍ଗ ରାଜନୈତିକ ହିଂସାରେ ମୃତ୍ୟୁବରଣ କରିଥିବା ଭାଜପା କାର୍ଯ୍ୟକର୍ତ୍ତାଙ୍କ ପରିବାର

ନୂଆଦିଲ୍ଲୀ, ୨୯।୫: ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପଶ୍ଚିମବଙ୍ଗ ରାଜନୈତିକ ହିଂସାରେ ମୃତ୍ୟୁବରଣ କରିଥିବା ଭାଜପା କାର୍ଯ୍ୟକର୍ତ୍ତାଙ୍କ ପରିବାର। ୬ବର୍ଷ ଭିତରେ ରାଜ୍ୟରେ...

ସାମାଜିକ ଆର୍ଥିକ ପରିବର୍ତ୍ତନ ନ୍ୟାୟ ସଙ୍ଗତ-ତର୍କପୂର୍ଣ୍ଣ ହେବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ, ୨୨।୨: ଦେଶର ବିକାଶ ପାଇଁ ଜାରି ରହିଥିବା ସାମାଜିକ ଆର୍ଥିକ ପରିବର୍ତ୍ତନ ନ୍ୟାୟ ସଙ୍ଗତଏବଂ ତର୍କପୂର୍ଣ୍ଣ ହେବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଘରେ କ୍ୱାରାଣ୍ଟାଇନରେ ଥିବା ଲୋକଙ୍କ ଉପରେ ନଜର ରଖିବାକୁ ଆପ୍ ଲଞ୍ଚ କଲେ ଗୋଆ ସରକାର

ପଣଜୀ,୫ ।୪: କରୋନା ସଂକ୍ରମଣ କାରଣରୁ ଯେଉଁମାନେ ଘରେ କ୍ୱାରାଣ୍ଟାଇନରେ ରହିଛନ୍ତି ସେମାନଙ୍କ ଉପରେ ନଜର ରଖିବାକୁ ଗୋଆ ସରକାର ଜିପିଏସ୍ ବେସ୍‌ଡ ଲୋକେଶନ ଟ୍ରାକର...

Advertisement
Archives

Model This Week