ବାପାଙ୍କ ମୃତଦେହ ଦେଖିବାକୁ ୫୧ ହଜାର

କୋଲକାତା, ୧୧ା୮: ପଶ୍ଚିମବଙ୍ଗର ଏକ ଘରୋଇ ହସ୍ପିଟାଲରେ କରୋନାରେ ପ୍ରାଣ ହରାଇଥିବା ଜଣେ ବ୍ୟକ୍ତିଙ୍କ ମରଶରୀର ଦେଖିବା ପାଇଁ ତାଙ୍କ ପୁଅଙ୍କଠାରୁ କର୍ତ୍ତୃପକ୍ଷ ୫୧ ହଜାର ଟଙ୍କା ଦାବି କରିଥିଲେ। ଶନିବାର ରାତିରେ ହରି ଗୁପ୍ତାଙ୍କର ଏକ ହସ୍ପିଟାଲରେ ମୃତ୍ୟୁ ହୋଇଥିଲା। ରବିବାର ତାଙ୍କ ପରିବାର ହସ୍ପିଟାଲରେ ପହଞ୍ଚତ୍ବା ବେଳକୁ ମୃତଦେହକୁ ଶ୍ମଶାନକୁ ନିଆଯାଇଥିଲା। ସେଠାରେ ତାଙ୍କୁ ୫୧ହଜାର ଟଙ୍କା ମାଗିଥିଲେ। ଟଙ୍କା ନ ଦେବାରୁ ମୃତଦେହକୁ ଦେଖିବାକୁ ନ ଦେଇ ପୋତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଟପ୍‌ ଟେନ୍‌ ଧନଶାଳୀ ବ୍ୟକ୍ତି ତାଲିକା: ଓ୍ବାରେନ୍‌ ବଫେଟଙ୍କୁ ପଛରେ ପକାଇଲେ ମୁକେଶ

ନୂଆଦିଲ୍ଲୀ,୧୧।୭: ସମ୍ପତ୍ତି ମାମଲାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀ ଓ୍ବାରେନ ବଫେଟଙ୍କୁ ପଛରେ ପକାଇଦେଇଛନ୍ତି। ବ୍ଲୁମମର୍ଗ ବିଲେନିୟର ଇଣ୍ଡେକ୍ସ ଅନୁଯାୟୀ ଗୁରୁବାର ସୁଦ୍ଧା ମୁକେଶଙ୍କ...

୪ ଜିଲା କରୋନା ମୁକ୍ତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାର ଜଣେ...

ଡାକ ବିଭାଗର ଅତ୍ୟାବଶ୍ୟକୀୟ ସେବା: ବିଭିନ୍ନ ହସ୍ପିଟାଲକୁ ପଠାଗଲା ଡାଏଲିସିସ୍‌ କିଟ୍‌

କଟକ ଅଫିସ,୧୧।୪: ମହାମାରୀ କରୋନା କାୟାରେ ଆଜି ସାରା ବିଶ୍ୱ କବଳିତ। ଏନେଇ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ସବୁ ଲୋକ ଘରେ ରହି...

ଭଦ୍ରକରୁ ଆସିଲେ ଅଧିକାରୀ, ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ଯିବା ଲାଗି ଡରୁଛନ୍ତି ଶିକ୍ଷକ

ଗୁଡଭେଲା,୨୩ା୪(ଡି.ଏନ୍‌.ଏ.) : କରୋନା ମୁକାବିଲା ପାଇଁ ମାର୍ଚ୍ଚ ୨୫ରୁ ପ୍ରାୟ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଥିବାରୁ ଅଧିକାଂଶ ଅଧିକାରୀ ଛୁଟି ଭାବି ନିଜ ନିଜ...

ମହାନଦୀ ଜଳ ବିବାଦ: ଓଡ଼ିଶା, ଛତିଶଗଡ଼କୁ ଦସ୍ତାବିଜ୍‌ ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪ା୭: ମହାନଦୀ ଉପରମୁଣ୍ଡରେ ଛତିଶଗଡ଼ ଏକାଧିକ ପ୍ରକଳ୍ପ ନିର୍ମାଣ କରି ଓଡ଼ିଶାକୁ ଜଳପ୍ରବାହରେ ବାଧା ସୃଷ୍ଟି କରିଥିବାବେଳେ ଏହି ମାମଲା ଜଳ ବିବାଦ ଟ୍ରିବ୍ୟୁନାଲରେ ବିଚାରାଧୀନ...

CORONAVIRUS UPDATE: ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩୦୭

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦ଜଣ ଗଞ୍ଜାମ ଜିଲାର ରହିଥିବା ବେଳେ କେନ୍ଦ୍ରାପଡ଼ାର ୫, ଭଦ୍ରକର...

ଲଦାଖରେ ମୁତୟନ ହେଲା ହାଲ୍‌ ଯୁଦ୍ଧବିମାନ

ନୂଆଦିଲ୍ଲୀ, ୧୩।୮: ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌) ଦ୍ୱାରା ନିର୍ମିତ ଦୁଇଟି ହାଲୁକା ଲଢ଼ୁଆ ହେଲିକପ୍ଟର (ଏଲ୍‌ସିଏଚ୍‌)କୁ ଲଦାଖ ସେକ୍ଟରରେ ମୁତୟନ କରାଯାଇଛି। ଚାଇନା ସହ...

ଭାଜପା କୋର୍‌ କମିଟି ବୈଠକରେ ଯୋଗ ଦେଲେନି ପଙ୍କଜା ମୁଣ୍ଡେ

ମୁମ୍ବାଇ,୧୧।୧୨: ଭାଜପାର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୋପୀନାଥ ମୁଣ୍ଡେଙ୍କ ଝିଅ ପଙ୍କଜା ମୁଣ୍ଡେଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ସେ ଖୁବ୍‌ଶୀଘ୍ର...

Coronavirus Update


Archives

Model This Week

Why Dharitri